ବରଗଡ଼: ବିଜେପି ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ବିଧାନସଭାରେ ‘ରାଧେ ମା’ ଆକ୍ଷେପ କରାଯାଇଥିବା ଘଟଣାକୁ କୋଶଳ ରାଜ୍ୟ ସମନ୍ୱୟ ସମିତି ପକ୍ଷରୁ ନିନ୍ଦା କରାଯାଇଛି। ଏ ନେଇ ମଙ୍ଗଳବାର ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଏବଂ ଦେବାଶିଷ ସାମନ୍ତରାୟଙ୍କ କୁଶପୁତ୍ତଳିକା ଦାହ କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲ୍ଲାପାଳ ଅଞ୍ଜନ କୁମାର ମାଣିକଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସ୍ଥାନୀୟ ଗୌରପଡ଼ା ଛକ ଠାରୁ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା। ବିଜେଡ଼ି ବିଧାୟକ ଦ୍ୱୟଙ୍କ ବିରୋଧରେ ନାରାବାଜି କରି ଶୋଭାଯାତ୍ରା କରାଯାଇଥିଲା। ଏହି ବିକ୍ଷୋଭ ଶୋଭାଯାତ୍ରା କୋଶଳ ରାଜ୍ୟ ସମନ୍ୱୟ ସମିତି ଜିଲ୍ଲା ସଂଯୋଜକ ସୁନିଲ ପୁରୋହିତ ନେତୃତ୍ୱରେ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।