ବିଜେଡିରୁ ବହିଷ୍କୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀ ପୁଣି ଚର୍ଚ୍ଚାରେ । ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସଙ୍କ ଶପଥ ଗ୍ରହଣ ସମାରୋହ ଉତ୍ସବରେ ନିମନ୍ତ୍ରିତ ଅତିଥିଙ୍କ ମଧ୍ୟରେ ଆଗଧାଡ଼ିରେ ପ୍ରଦୀପଙ୍କୁ ଦେଖିବାକୁ ମିଳିଥିଲା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ମଝିରେ ପ୍ରଦୀପ ବସିଥିବାକୁ ନେଇ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚା । ତେବେ ଶପଥ ସମାରୋହ ଉତ୍ସବରେ ପ୍ରଦୀପଙ୍କ ପାଇଁ ଉକ୍ତ ଆସନ ଉଦ୍ଦିଷ୍ଟ ଥିଲା ନା ପ୍ରଦୀପ ନିଜ ଇଚ୍ଛାରେ ସେଠାରେ ବସିଥିଲେ ସ୍ପଷ୍ଟ ହୋଇନି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଗଞ୍ଜାମ ବିଜେଡିରେ ତାଳିପକା ଉଦ୍ୟମ, ନବୀନଙ୍କ ହସ୍ତକ୍ଷେପ ସତ୍ତ୍ୱେ ଥମିଲାନି ବିବାଦ
ଗଞ୍ଜାମ ବିଜେଡି ଗୋଷ୍ଠୀକନ୍ଦଳରେ ପଡ଼ିପାରିଲାନି ପୂର୍ଣ୍ଣଚ୍ଛେଦ। ଶଙ୍ଖ ଭବନରେ ବୈଠକ, ଦେବୀ ମିଶ୍ରଙ୍କ ତାଳିପକା ଉଦ୍ୟମ, ନବୀନଙ୍କ ଆଶ୍ୱାସନା ସବୁ ବିଫଳ।
Politics
ଦରଦାମ ବୃଦ୍ଧି ଆଳରେ ସଚିବାଳୟ ଘେରିବ ବିଜେଡି, ୨୦ଦିନ ଆଗରୁ କଲା ଘୋଷଣା
ସମନ୍ୱୟ କମିଟି ଅଧ୍ୟକ୍ଷ ଶ୍ରୀ ମିଶ୍ର କହିଚନ୍ତି ଯେ, ନୂଆବର୍ଷରେ ଜାନୁୟାରୀ ୬ତାରିଖରେ ଦରଦାମ ବୃଦ୍ଧି ପ୍ରତିବାଦରେ ଭୁବନେଶ୍ୱରରେ ଆନ୍ଦୋଳନ କରାଯିବ । ସାଧାରଣ ଲୋକେ ଦରଦାମ ବୃଦ୍ଧିରେ ଅତିଷ୍ଠ ହେଲେଣି ।
Politics
ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ପାଇଁ ଜେପିସି: ୩୧ ସାଂସଦଙ୍କ ମଧ୍ୟରେ ପ୍ରିୟଙ୍କା, ସମ୍ବିତ ଓ ଭର୍ତ୍ତୃହରି
ଏନସିପି ସାଂସଦ ସୁପ୍ରିୟା ସୁଲେ ଓ ବିଜେପି ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ମଧ୍ୟ କମିଟିରେ ରହିଛନ୍ତି।
Politics
ବିଷ୍ଣୁପଦଙ୍କ ହାତ ଛାଡ଼ିଦେଲେ ସରକାର! ଏବେ ସିବିଆଇ ଆକ୍ସନ ଉପରେ ନଜର
ବିଷ୍ଣୁପଦଙ୍କ ହାତରେ ଥିବା ତିନୋଟି ଗୁରୁତ୍ୱପୂର୍ଣ୍ଣ ବିଭାଗ କାଢ଼ିନେଇଛନ୍ତି ସରକାର। ତାଙ୍କ ବିରୋଧରେ ଆଉ କିଛି କାର୍ଯ୍ୟାନୁଷ୍ଠାନ ନେବେ କି? ଆରମ୍ଭ ହେବ କି ବିଭାଗୀୟ ପ୍ରୋସିଡିଂ?
Politics
ଶ୍ୱଶୁରଙ୍କ ଋଣ ଶୁଝୁଛନ୍ତି, ଦିଲ୍ଲୀରେ ବାଂଟିଲେ ଚିଲିକା ଚିଙ୍ଗୁଡ଼ି
ଆଇପିଏସ୍ ଶ୍ୱଶୁରଙ୍କ କେନ୍ଦ୍ରରେ ନିଯୁକ୍ତି ଖୁସିରେ ଦିଲ୍ଲୀ ଦରବାରରେ କୁଆଡ଼େ ଚିଲିକା ଚିଙ୍ଗୁଡ଼ି ବାଣ୍ଟିଛନ୍ତି। ଦିଲ୍ଲୀରେ କିଛି ବିଜେପି ନେତାଙ୍କ ଘରେ ବି ଏହି ଚିଙ୍ଗୁଡ଼ି ବଂଟାଯାଇଥିବା ଚର୍ଚ୍ଚା ହେଉଛି।