ଭଜନଲାଲ ହେବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ | Odisha Reporter
Advertisment
ପ୍ରଥମ ଥର ବିଧାୟକ ହୋଇଥିବା ଭଜନଲାଲ ଶର୍ମା ହେବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ। ଆଜି ସର୍ବସମ୍ମତିକ୍ରମେ ଭଜନଲାଲ ଶର୍ମାଙ୍କୁ ବିଜେପି ବିଧାୟକ ଦଳ ନେତା ଘୋଷଣା କରାଯାଇଥିଲା ବୋଲି ବୈଠକରେ ଉପସ୍ଥିତ ପର୍ଯ୍ୟବେକ୍ଷକ ତଥା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us