Advertisment

ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ୍ କଲେ ରାହୁଲ ଗାନ୍ଧୀ

ଓଡ଼ିଶାରେ ଭାରତ ଯୋଡ଼ ନ୍ୟାୟ ଯାତ୍ରାର ଆଜି ଥିଲା ତୃତୀୟ ଦିନ।

Advertisment

ଓଡ଼ିଶାରେ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରା ଆଜି ଶେଷ ହୋଇଛି। ଓଡ଼ିଶାରେ ଭାରତ ଯୋଡ଼ ନ୍ୟାୟ ଯାତ୍ରାର ଆଜି ଥିଲା ତୃତୀୟ ଦିନ। ଝାରସୁଗୁଡାରେ ବିଜେପି ଓ ବିଜେଡି ସରକାରଙ୍କୁ ଟାର୍ଗେଟ କରିଥିଲେ ରାହୁଲ ଗାନ୍ଧୀ। ପରେ ସେଠାରୁ ଛତିଶଗଡ଼ ଅଭିମୁଖେ ବାହାରିଯାଇଥିଲେ। 

Advertisment
Bharat Jodo Nyay Yatra Rahul Gandhi Congress Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe