ଭରତପୁର ଥାନାରେ ଘଟିଥିବା ଜଘନ୍ୟ କାଣ୍ଡକୁ ନେଇ ପ୍ରବଳ ବର୍ଷିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ଜଣେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଅକଥନୀୟ ନିର୍ଯାତନା ଦେଇଥିବା ପୁଲିସ୍ ଅଧିକାରୀଙ୍କୁ କାହିଁକି ଏପର୍ଯ୍ୟନ୍ତ ଗିରଫ କରାଯାଇନି ବୋଲି ବୋଲି ସେ ପ୍ରଶ୍ନ କରିଛନ୍ତି।