ପଦ୍ମଧରିଲେ ସିଦ୍ଧାନ୍ତ- ଭର୍ତ୍ତୃହରି | Odisha Reporter
ବିଜେପିରେ ବଡ଼ ମିଶ୍ରଣ ପର୍ବ । ଆଜି ବିଜେପିରେ ମିଶିଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ, ଅଭିନେତା ତଥା ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର ଏବଂ ସାହିତ୍ୟିକ, ସମାଜସେବୀ ତଥା ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଦିଲ୍ଲୀ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ଦଳର ସାଧାରଣ ସଂପାଦକ ବିନୋଦ ତାୱଡେ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ସେମାନେ ପଦ୍ମ ଧରିଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
