ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଗସ୍ତକୁ ନେଇ ସୋମବାର ସନ୍ଧ୍ୟାରେ ବିଜେପି ଓ ବିଜେଡି ସମର୍ଥକମାନେ ମୁହାଁମୁହିଁ ହୋଇଥିଲେ । ପୁଲିସର ହସ୍ତକ୍ଷେପ ପରେ ସାଂସଦଙ୍କ ଗାଡ଼ିକୁ ଲୋକେ ଛାଡ଼ିଥିଲେ ଓ ରାସ୍ତାରୋକ ହଟିଥିଲା। ତେବେ ଏହି ଘଟଣାରେ ଶାସକ ବିଜେଡିକୁ ଚେତାବନୀ ଦେଇଛି ବିଜେପି । ଏଭଳି ହୀନ କାର୍ଯ୍ୟରୁ ନିବୃତ୍ତ ନହେଲେ ବିଜେଡିର ନେତା-ମନ୍ତ୍ରୀଙ୍କୁ ବି ସମାନ ଢଙ୍ଗରେ ବିରୋଧ କରାଯିବ ବୋଲି ଚେତାବନୀ ଦେଇଛି । ତେବେ ଏହି ଘଟଣାକୁ ନେଇ ସାଂସଦ ଅପରାଜିତା ଷଡ଼ଙ୍ଗୀ କଣ କହିଛନ୍ତି ଶୁଣନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Politics
ଆପ୍ ବିରୋଧରେ ବିଜେପି ଜାରି କଲା ‘ଚାର୍ଜଶିଟ୍’
କାର୍ଯ୍ୟକ୍ରମରେ ଆପ୍ ବିରୋଧରେ ବିଭିନ୍ନ ପ୍ରକାରର ସ୍ଲୋଗାନ ଥିବା ପୋଷ୍ଟର ଓ ବ୍ୟାନର ମଧ୍ୟ ଲଗାଇଯାଇଛି। ୧୦ ସାଲ ଦିଲ୍ଲୀ ବେହାଲ, ଦିଲ୍ଲୀ କା ଏକ୍ୟୁଆଇ ହୁଆ ୫୦୦ ପାର, ଯମୁନା ମେଁ ହେ ପଲ୍ୟୁସନ କି ବାହାର ଭଳି ଲେଖା ପ୍ରଦର୍ଶିତ କରାଯାଇଛି।
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
Politics
ପ୍ରିୟଙ୍କା ଗାନ୍ଧିଙ୍କ ସଦସ୍ୟତାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
ପ୍ରିୟଙ୍କା ଗାନ୍ଧି ନାମାଙ୍କନ ପତ୍ରରେ ସମ୍ପତ୍ତିର ସବିଶେଷ ତଥ୍ୟ ଦେଇନଥିବା ଅଭିଯୋଗ। କେରଳ ହାଇକୋର୍ଟରେ ପିଟିସନ ଦାଖଲ କଲେ ୱାୟନାଡ ଉପନିର୍ବାଚନରେ ପରାଜିତ ବିଜେପି ନେତ୍ରୀ।