ବିଶାଲ ଦାସଙ୍କୁ ଗିରଫ ଦାବିରେ ଛାତ୍ର କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ 

ଭୁବନେଶ୍ୱରରେ ରେଂଜରୋଭର ଧକ୍କାରେ ଯୁବତୀଙ୍କ ମୃତ୍ୟୁ ଘଟଣା । ଅଭିଯୁକ୍ତଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବିରେ କମିଶନର ଅଫିସ ଘେରିଲା ଛାତ୍ର କଂଗ୍ରେସ ।

Manoj Swain
  • Published: Monday, 06 November 2023
  • Updated: 06 November 2023, 03:30 PM IST

Sports

Latest News

ଭୁବନେଶ୍ୱରରେ ରେଂଜରୋଭର ଧକ୍କାରେ ଯୁବତୀଙ୍କ ମୃତ୍ୟୁ ଘଟଣା । ଅଭିଯୁକ୍ତଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବିରେ କମିଶନର ଅଫିସ ଘେରିଲା ଛାତ୍ର କଂଗ୍ରେସ । ଛାତ୍ର କଂଗ୍ରେସ ନେତା ୟାସିର୍‌ ନୱାଜ୍‌ କହିଛନ୍ତି ଯେ, 'ବିଶାଲ ଦାସ ଗାଡ଼ି ଚଳାଉଥିଲେ । ପୁଲିସ ଏଯାଏ କାହିଁକି ସିସିଟିଭି ଫୁଟେଜ ସାର୍ବଜନୀନ କରୁନି । ପୁଲିସ ଚକ୍ରାନ୍ତ କରି ଗାଡ଼ି ନମ୍ବର ବଦଳାଇ ଦେଇଥିଲା। ବିଜେଡି ବିଧାୟିକାଙ୍କ ଭାଇ ବୋଲି ପୁଲିସ ତାଙ୍କୁ ଖସାଇ ଦେଇଛି। ମୃତକଙ୍କ ପରିବାରକୁ ୧ କୋଟି ଓ ବିଶାଲ ଦାସଙ୍କୁ ଗିରଫ କରାଯାଉ। ଦାବି ପୂରଣ ନହେବା ଯାଏଁ ଛାତ୍ର କଂଗ୍ରେସ ଚୁପ୍‌ ବସିବନି।' କିଛି ଏଭଳି କହି ବିକ୍ଷୋଭ ପ୍ରଦର୍ଶନ କରିଛି ଛାତ୍ର କଂଗ୍ରେସ । 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos