ଭୁବନେଶ୍ୱରରେ ରେଂଜରୋଭର ଧକ୍କାରେ ଯୁବତୀଙ୍କ ମୃତ୍ୟୁ ଘଟଣା । ଅଭିଯୁକ୍ତଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବିରେ କମିଶନର ଅଫିସ ଘେରିଲା ଛାତ୍ର କଂଗ୍ରେସ । ଛାତ୍ର କଂଗ୍ରେସ ନେତା ୟାସିର୍ ନୱାଜ୍ କହିଛନ୍ତି ଯେ, 'ବିଶାଲ ଦାସ ଗାଡ଼ି ଚଳାଉଥିଲେ । ପୁଲିସ ଏଯାଏ କାହିଁକି ସିସିଟିଭି ଫୁଟେଜ ସାର୍ବଜନୀନ କରୁନି । ପୁଲିସ ଚକ୍ରାନ୍ତ କରି ଗାଡ଼ି ନମ୍ବର ବଦଳାଇ ଦେଇଥିଲା। ବିଜେଡି ବିଧାୟିକାଙ୍କ ଭାଇ ବୋଲି ପୁଲିସ ତାଙ୍କୁ ଖସାଇ ଦେଇଛି। ମୃତକଙ୍କ ପରିବାରକୁ ୧ କୋଟି ଓ ବିଶାଲ ଦାସଙ୍କୁ ଗିରଫ କରାଯାଉ। ଦାବି ପୂରଣ ନହେବା ଯାଏଁ ଛାତ୍ର କଂଗ୍ରେସ ଚୁପ୍ ବସିବନି।' କିଛି ଏଭଳି କହି ବିକ୍ଷୋଭ ପ୍ରଦର୍ଶନ କରିଛି ଛାତ୍ର କଂଗ୍ରେସ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ; କହିଲେ- ଓଡ଼ିଶା ପାଲଟିବ ଶିଳ୍ପପତିଙ୍କ ପ୍ରଥମ ପସନ୍ଦ
ଓଡ଼ିଶାକୁ ବିଦେଶରୁ ଆସିବ ନିବେଶ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
Politics
ଆଦିବାସୀଙ୍କ ପାଇଁ ଖୁସି ଖବର; ଖୁବ୍ ଶୀଘ୍ର ଲାଗୁ ହେବ ପେସା ଆଇନ୍
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ପେଶା ଆଇନ୍। ତେବେ ତା’ ପୂର୍ବରୁ ଲୋକଙ୍କ ମତାମତ ନିଆଯିବ। ପେସା ଆଇନ୍ ବାବଦରେ ସଚେତନ କରାଯିବ।
Politics
ଜୟନାରାୟଣଙ୍କ ସମର୍ଥନରେ ବାହାରିଲା ଦଳ, କଲା କାଉଣ୍ଟର
ବିଜେଡି କହିଲା, ଆଇନ ସମସ୍ତଙ୍କ ପାଇଁ ସମାନ ନା ନାହିଁ ସ୍ପଷ୍ଟ କରନ୍ତୁ ମୁଖ୍ୟମନ୍ତ୍ରୀ।
Politics
ଜୟନାରାୟଣଙ୍କ ସମର୍ଥନରେ ବାହାରିଲା ବିଜେପି: ବିଜେଡିକୁ ଦେଲା ତା’ରି ଭାଷାରେ ପାଲଟା ଜବାବ
୨୦୨୩ ମସିହାରେ ବିଜେଡି ଶାସନକାଳରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଜଣେ ମହିଳା ପୁଲିସ ଅଧିକାରୀଙ୍କ ସହ ହାତାହାତି ହେବା ଘଟଣାରେ ଜୟନାରାୟଣଙ୍କ ଆଗୁଆ ଜାମିନ ଆବେଦନକୁ ସୁପ୍ରିମକୋର୍ଟ ଗତକାଲି ଖାରଜ କରିଛନ୍ତି ।
Politics
ପ୍ରଶ୍ନ କରିଥିଲେ ଉଦ୍ଧବ ଠାକରେ, ଯାଞ୍ଚ ହେଲା ଅମିତ ଶାହଙ୍କ ହେଲିକପ୍ଟର
ଯାଞ୍ଚ ବେଳର ଭିଡିଓକୁ ଅମିତ ଶାହ ନିଜେ ଏକ୍ସରେ ପୋଷ୍ଟ କରିଛନ୍ତି। ଏଥିରେ ଅଧିକାରୀମାନେ କେମିତି ଶାହଙ୍କ ହେଲିକପ୍ଟରରେ ଥିବା ବ୍ୟାଗଗୁଡ଼ିକୁ ଯାଞ୍ଚ କରୁଛନ୍ତି, ତା’ର ଦୃଶ୍ୟ ରହିଛି।