ଫୁଲ ଟାର୍ଗେଟ ପରେ ଭୁପିନ୍ଦର କହିଲେ ବିଜୟ ବିଜେଡି ଲିଙ୍କ୍| Odisha Reporter
ଭିକେ ପାଣ୍ଡିଆନଙ୍କ ସୁରକ୍ଷାକର୍ମୀଙ୍କ ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବାକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଗଜପତିରେ ପାଣ୍ଡିଆନଙ୍କ ସୁରକ୍ଷାକର୍ମୀଙ୍କ ଗାଡ଼ି ଧକ୍କାରେ ଜଣଙ୍କ ମୃତ୍ୟୁ ନେଇ ବର୍ଷିଲା କଂଗ୍ରେସ। ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ କୁମାର ପଟ୍ଟନାୟକ କହିଥିଲେ ଆମ ପାଖରେ ଯାହା ତଥ୍ୟ ଅଛି ପାଣ୍ଡିଆନଙ୍କ ସୁରକ୍ଷାକର୍ମୀଙ୍କ ଗାଡ଼ି ଧକ୍କାରେ ଜଣେ ପ୍ରାଣ ହରାଇଛନ୍ତି ତେଣୁ ତାଙ୍କୁ ଗରିଫ କରିବା ଦରକାର। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
