ବିଜୟ ପଟ୍ଟନାୟକ ଦିଲ୍ଲୀରେ ଜଏନ କରି ଆସିଲେ ଆଉ କଂଗ୍ରେସ ଭବନରେ ନବୀନଙ୍କ ଉପରେ ବର୍ଷିଲେ। ସିଧା ପଚାରିଲେ ରାଜ୍ୟରେ ଚାଲିଛି କି ପ୍ରକାଶ ଶାସନ। କି ଶାସନ କରୁଛନ୍ତି ନବୀନ। ଏତେ ସବୁ ବିଭାଗ ତ କାମ କରୁଛନ୍ତି 5-ଟିର ଆବଶ୍ୟକତା କଣ। ଯଦି ସାମ୍ବାଦିକମାନଙ୍କୁ ସଚିବାଳୟ ମନା ତେବେ 5-ଟି ଶାସନ କେମିତି ଚାଲୁଛି ଏଥିରୁ ଜାଣୁନା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଜେଲରେ ଜୟନାରାୟଣଙ୍କୁ ଦିଆଯାଇଥିଲା ବିଷ!
ଏତେ ସଂଘର୍ଷ ସତ୍ତ୍ୱେ ଦଳ କ୍ଷମତାକୁ ଆସିଥିଲେ ମଧ୍ୟ ତାଙ୍କୁ କୌଣସି ପଦପଦବୀ ଦିଆଯାଇନଥିବା ଯୋଗୁ ମନରେ ତାଙ୍କର ରହିଛି ଅନେକ କ୍ଷୋଭ।
Politics
'ବାଇଡେନଙ୍କ ପରି ମୋଦିଙ୍କ ମେମୋରି ଲସ୍ ହୋଇଗଲାଣି'
ପ୍ରଧାନମନ୍ତ୍ରୀ ମୋଦି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭଳି ସ୍ମୃତିଶକ୍ତି ହରାଇ ବସିଲେଣି ବୋଲି ରାହୁଲ ଗାନ୍ଧି କହିଛନ୍ତି।
Politics
ବିଜେପି-କଂଗ୍ରେସକୁ ନିର୍ବାଚନ ଆୟୋଗଙ୍କ ନୋଟିସ୍, ସୋମବାର ସୁଦ୍ଧା ଜବାବ ରଖିବାକୁ ନିର୍ଦ୍ଦେଶ
ଜାତୀୟ ସ୍ତରରେ ଦୁଇ ପ୍ରମୁଖ ଦଳର ଷ୍ଟାର୍ ପ୍ରଚାରକ ଅମିତ ଶାହ ଏବଂ ରାହୁଲ ଗାନ୍ଧିଙ୍କ ମନ୍ତବ୍ୟକୁ ନେଇ ଦଳର ସଭାପତିମାନଙ୍କୁ ସ୍ପଷ୍ଟୀକରଣ ମାଗିଛନ୍ତି ନିର୍ବାଚନ କମିଶନ।
Politics
ବିଜେଡିକୁ ଝଟ୍କା, ଅନାସ୍ଥାରେ ହାରିଲେ ବ୍ଲକ୍ ଅଧ୍ୟକ୍ଷା
ଆଜି ବ୍ଲକ୍ ଅଧ୍ୟକ୍ଷା ରାଜଶ୍ରୀ ନାୟକଙ୍କ ବିରୋଧରେ ଆସିଥିବା ଅନାସ୍ଥା ଉପରେ ଅନାସ୍ଥା ଭୋଟିଂ ହୋଇଥିଲା। ୨ ବିଧାୟକ, ଢେଙ୍କାନାଳ ସାଂସଦଙ୍କୁ ମିଶାଇ ୬୨ ଜଣ ଅନାସ୍ଥା ଭୋଟ୍ରେ ଅଂଶ ଗ୍ରହଣ କରିଥିଲେ।
Politics
ଶିରୋମଣି ଅକାଳୀ ଦଳ ଅଧ୍ୟକ୍ଷ ପଦରୁ ସୁଖବୀର ସିଂହ ବାଦଲଙ୍କ ଇସ୍ତଫା
ଶିରୋମଣି ଅକାଳୀ ଦଳ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ସୁଖବୀର ସିଂହ ବାଦଲ। ଏନେଇ ପଞ୍ଜାବର ପୂର୍ବତନ ଶିକ୍ଷା ମନ୍ତ୍ରୀ ତଥା ଅକାଳୀ ଦଳର ବରିଷ୍ଠ ନେତା ଦଲଜିତ ସିଂହ ଚୀମା ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି।