Advertisment

ବିଜୟ, ସାରଦା ଓ ରାକେଶ ବିଜେପିରୁ ବହିଷ୍କୃତ

ମାହାଙ୍ଗାର ସାରଦା ପ୍ରଧାନ ଓ ସୋରର ରାକେଶ ମଲ୍ଲିକଙ୍କୁ ଟିକେଟ ନମିଳିବାରୁ ସ୍ୱାଧୀନ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

author-image
Jitendra Garnayak
Bijaya Mohapatra

Bijaya Mohapatra

ବିଜେପିରୁ ବହିଷ୍କୃତ ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ତାଙ୍କୁ ବହିଷ୍କାର କରାଯାଇଛି। ସେହିପରି ସାରଦା ପ୍ରଧାନ ଓ ରାକେଶ ମଲ୍ଲିକଙ୍କୁ ମଧ୍ୟ ଦଳ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କାର କରାଯାଇଛି। 

Advertisment

ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ବିଜେଡି ଟିକେଟରେ ପାଟକୁରା ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି। ଅନ୍ୟପକ୍ଷରେ ମାହାଙ୍ଗାର ସାରଦା ପ୍ରଧାନ ଓ ସୋରର ରାକେଶ ମଲ୍ଲିକଙ୍କୁ ବିଜେପିରୁ ଟିକେଟ ନମିଳିବାରୁ ଉଭୟ ସ୍ୱାଧୀନ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। 

Bjp Bijay Mohapatra Loka Sabha Election 2024 Odisha Assembly Election 2024