Bijaya Mohapatra
Advertisment
ବିଜେପିରୁ ବହିଷ୍କୃତ ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ତାଙ୍କୁ ବହିଷ୍କାର କରାଯାଇଛି। ସେହିପରି ସାରଦା ପ୍ରଧାନ ଓ ରାକେଶ ମଲ୍ଲିକଙ୍କୁ ମଧ୍ୟ ଦଳ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କାର କରାଯାଇଛି।
Advertisment
ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ବିଜେଡି ଟିକେଟରେ ପାଟକୁରା ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି। ଅନ୍ୟପକ୍ଷରେ ମାହାଙ୍ଗାର ସାରଦା ପ୍ରଧାନ ଓ ସୋରର ରାକେଶ ମଲ୍ଲିକଙ୍କୁ ବିଜେପିରୁ ଟିକେଟ ନମିଳିବାରୁ ଉଭୟ ସ୍ୱାଧୀନ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1686068209.jpg)