ରାଜ୍ୟରେ ସହଭାଗିତାରେ ଇଡି ରେଡ୍ ଚାଲିଛି। ବିଜେଡିର ଅସନ୍ତୁଷ୍ଟଙ୍କୁ ଭୟଭୀତ କରିବାକୁ ଇଡିର ଚଢାଉ। ବିଜେଡି ଟିକେଟ ନପାଇ କେହି ଦଳ ନଛାଡ଼ି ଯାନ୍ତୁ ଏହି ପ୍ଲାନ ହୋଇଛି। ବିଜେପି ଓ ବିଜେଡି ସମ୍ପର୍କ ନେଇ ୧୭ରେ ପ୍ରତିବାଦ କରିବ କଂଗ୍ରେସ। ସବୁ ଜିଲ୍ଲା ମୁଖ୍ୟାଳୟରେ ପ୍ରତିବାଦ କରିବ କଂଗ୍ରେସ। ଓଡ଼ିଶା ବାସୀଙ୍କ ସହ ବିଶ୍ୱାସଘାତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଅଣଓଡ଼ିଆଙ୍କୁ ରାଜ୍ୟସଭା ପ୍ରାର୍ଥୀ ସମର୍ଥନ କରି ବିଶ୍ୱାସଘାତ କରିଛନ୍ତି। କିଛି ଏଭଳି କହି ସିଧା ଟାର୍ଗେଟ କରିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
Politics
ପ୍ରିୟଙ୍କା ଗାନ୍ଧିଙ୍କ ସଦସ୍ୟତାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
ପ୍ରିୟଙ୍କା ଗାନ୍ଧି ନାମାଙ୍କନ ପତ୍ରରେ ସମ୍ପତ୍ତିର ସବିଶେଷ ତଥ୍ୟ ଦେଇନଥିବା ଅଭିଯୋଗ। କେରଳ ହାଇକୋର୍ଟରେ ପିଟିସନ ଦାଖଲ କଲେ ୱାୟନାଡ ଉପନିର୍ବାଚନରେ ପରାଜିତ ବିଜେପି ନେତ୍ରୀ।
Politics
ନିର୍ବାଚନ ନିୟମରେ ସଂଶୋଧନ: ବ୍ୟବସ୍ଥିତ ଷଡ଼ଯନ୍ତ୍ର କଥା କହି କେନ୍ଦ୍ରକୁ ଟାର୍ଗେଟ କଲେ ଖଡଗେ
କେନ୍ଦ୍ର ସରକାର ନିର୍ବାଚନ କମିଶନଙ୍କ ସ୍ୱାଧୀନତାରେ ବୁଝମଣା କରିବାରେ ଲାଗିଛନ୍ତି ଓ ଏପରି ସଂଶୋଧନ ସମ୍ବିଧାନ ଓ ଗଣତନ୍ତ୍ର ଉପରେ ଆକ୍ରମଣ ବୋଲି ଖଡଗେ ଅଭିଯୋଗ କରିଛନ୍ତି।
Politics
ବିଜୁ ବାବୁ ଡେଙ୍ଗା, ଜୟ ବାବୁ ଡେଙ୍ଗା...
କିଏ ଓ କାହିଁକି ବୈଜୟନ୍ତ ପଣ୍ଡାଙ୍କ ବିରୋଧରେ ନବୀନ ପଟ୍ଟନାୟକଙ୍କୁ କହୁଥିଲେ।