ତୃତୀୟ ପର୍ଯ୍ୟାୟରେ ୯ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେଡି

ଆଜିର ପ୍ରାର୍ଥୀଙ୍କୁ ମିଶାଇଲେ ଦଳ ଏପର୍ଯ୍ୟନ୍ତ ମୋଟ ୧୦୮ଟି ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି ।

Prakash Behera PhotoOR

ପୂର୍ବତନ ବିଧାୟକ ପ୍ରକାଶ ବେହେରା

Ordigital Desk
  • Published: Friday, 05 April 2024
  • Updated: 05 April 2024, 06:32 PM IST

ବିଜେଡି ଆଜି ନିଜର ତୃତୀୟ ପର୍ଯ୍ୟାୟ ବିଧାୟକ ପ୍ରାର୍ଥୀ ତାଲିକାରେ ମୋଟ ୯ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି । ଏଥିରେ ଦଳ ୩ ଜଣ ବିଧାୟକଙ୍କୁ ରିପିଟ୍ କରିଥିବା ବେଳେ ଜଣେ ମହିଳାଙ୍କୁ ପ୍ରାର୍ଥୀ କରିଛି । ଆଜିର ପ୍ରାର୍ଥୀଙ୍କୁ ମିଶାଇଲେ ଦଳ ଏପର୍ଯ୍ୟନ୍ତ ମୋଟ ୧୦୮ଟି ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି ।

ଯେଉଁ ବିଧାୟକମାନଙ୍କୁ ଦଳ ରିପିଟ୍ କରିଛି ସେମାନେ ହେଲେ ସାଲେପୁରରୁ ପ୍ରଶାନ୍ତ ବେହେରା,ରାଉରକେଲାରୁ ସାରଦା ପ୍ରସାଦ ନାୟକ ଓ ବାଲେଶ୍ୱରରୁ ସ୍ୱରୂପ ଦାସ। ସେହିପରି ନୂଆ ମୁହଁ ଭାବେ ରେଙ୍ଗାଳିରୁ ସୁଦର୍ଶନ ହରିପାଲ, ବୀରମିତ୍ରପୁରରୁ ରୋହିତ ଯୋଶେଫ ତିର୍କୀ, କେନ୍ଦୁଝରରୁ ମୀନା ମାଝୀ, ରାଇରଙ୍ଗପୁରରୁ ରାଇସିନ୍ ମୁର୍ମୁ,  ଜୟଦେବରୁ ନବକିଶୋର ମଲ୍ଲିକଙ୍କୁ ଟିକେଟ୍ ଦେଇଛି। ବିଜେପିରୁ ଆସିଥିବା ପ୍ରକାଶ ବେହେରାଙ୍କୁ ବାରବାଟୀ-କଟକ ଆସନରୁ ପ୍ରାର୍ଥୀ କରିଛି ଦଳ । ସେହିପରି ନିକଟରେ କଂଗ୍ରେସରୁ ଆସିଥିବା ଜର୍ଜ ତିର୍କୀଙ୍କ ପୁଅ ରୋହିତ ଯୋଶେଫଙ୍କୁ ଦଳ ରାଜଗାଙ୍ଗପୁର ପ୍ରାର୍ଥୀ କରିଛି ।

Also Read

ଦଳ ଜୟଦେବରେ ଗୋଷ୍ଠୀକନ୍ଦଳ ଏଡ଼ାଇବାକୁ ଚନ୍ଦନ ପାତ୍ରଙ୍କ ସମର୍ଥିତ ନବକିଶୋର ମଲ୍ଲିକଙ୍କୁ ଟିକେଟ୍ ଦେଇଛି । ସେଠାରେ ନବୀନ ନିବାସର କର୍ମଚାରୀ ଅକ୍ଷୟ ବେହେରା ଟିକେଟ୍ ପାଇବାକୁ ଦାବିଦାର ଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ତାଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ମାତ୍ର ଦଳ ତାଙ୍କୁ ଟିକେଟରୁ ବଂଚିତ କରିଥିବା ଜଣାପଡ଼ିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story