BJD Appoints Nimapara MLA Samir Dash As Observer For Dhenkanal Parliamentary Constituency | OR
ପୂର୍ବତନ ମନ୍ତ୍ରୀ ତଥା ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କ ସବୁ ପ୍ରୟାସ ଫେଲ୍ ମାରିଛି । ବିଜେଡି ତାଙ୍କୁ ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇ ନିମାପଡ଼ା ବିଧାନସଭା ଆସନ ପାଇଁ ଘୋଷିତ ଦଳୀୟ ଟିକେଟର ପୁନର୍ବିଚାର କରିବ ନାହିଁ ବୋଲି ସ୍ପଷ୍ଟ ସନ୍ଦେଶ ଦେଇଛି । ଏହାସହିତ ଗତ ଦୁଇଦିନ ତଳେ ସମୀରଙ୍କ ସମର୍ଥନରେ ନିମାପଡ଼ା ବିଜେଡିର ଏକ ବୃହତ୍ ଗୋଷ୍ଠୀ ଦଳରୁ ସମୂହ ଇସ୍ତଫା ଦେବାର ଧମକ ମଧ୍ୟ ଦଳକୁ ପ୍ରଭାବିତ କରିନଥିବା ଜଣାପଡ଼ିଛି । ବିଜେଡି ଚାପ ଆଗରେ ମୁଣ୍ଡ ନୁଆଁଇ ସମୀର ନିରବ ରହିବାକୁ ଏକରକମ ବାଧ୍ୟ ହୋଇଥିବା ସାଧାରଣରେ ଚର୍ଚ୍ଚା । ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
