ପୂର୍ବତନ ମନ୍ତ୍ରୀ ତଥା ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କ ସବୁ ପ୍ରୟାସ ଫେଲ୍ ମାରିଛି । ବିଜେଡି ତାଙ୍କୁ ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇ ନିମାପଡ଼ା ବିଧାନସଭା ଆସନ ପାଇଁ ଘୋଷିତ ଦଳୀୟ ଟିକେଟର ପୁନର୍ବିଚାର କରିବ ନାହିଁ ବୋଲି ସ୍ପଷ୍ଟ ସନ୍ଦେଶ ଦେଇଛି । ଏହାସହିତ ଗତ ଦୁଇଦିନ ତଳେ ସମୀରଙ୍କ ସମର୍ଥନରେ ନିମାପଡ଼ା ବିଜେଡିର ଏକ ବୃହତ୍ ଗୋଷ୍ଠୀ ଦଳରୁ ସମୂହ ଇସ୍ତଫା ଦେବାର ଧମକ ମଧ୍ୟ ଦଳକୁ ପ୍ରଭାବିତ କରିନଥିବା ଜଣାପଡ଼ିଛି । ବିଜେଡି ଚାପ ଆଗରେ ମୁଣ୍ଡ ନୁଆଁଇ ସମୀର ନିରବ ରହିବାକୁ ଏକରକମ ବାଧ୍ୟ ହୋଇଥିବା ସାଧାରଣରେ ଚର୍ଚ୍ଚା । ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ମେୟର ନିର୍ବାଚନରେ ବିଜେପିକୁ ଝଟକା, ବାଜି ମାରିନେଲା ଆପ୍
ଦିଲ୍ଲୀ ମେୟର ନିର୍ବାଚନରେ ଆପ୍ ପ୍ରାର୍ଥୀ ମହେଶ କୁମାର ଖିଞ୍ଚି ବିଜୟୀ। ୧୦ ଆପ୍ କାଉନସିଲରଙ୍କ କ୍ରସ୍ ଭୋଟିଂ ସତ୍ତ୍ୱେ ବିଜେପିକୁ ଝଟକା।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’
Politics
ବାଂଲାଦେଶ ଆଟର୍ଣ୍ଣି ଜେନେରାଲଙ୍କ ଆହ୍ୱାନ, ସମ୍ବିଧାନରୁ ହଟାଯାଉ 'ଧର୍ମନିରପେକ୍ଷ' ଶବ୍ଦ
ଦେଶର ଜନସଂଖ୍ୟାର ୯୦% ମୁସଲମାନ ରହୁଥିବାରୁ ସମ୍ବିଧାନରୁ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବାକୁ ସେ ଦାବି କରିଛନ୍ତି।
Politics
୮ରେ ସୋହେଲାରେ ବିଶାଳ ଚାଷୀ ସମାବେଶ, ମୁଖ୍ୟମନ୍ତ୍ରୀ କରିବେ ଅତିରିକ୍ତ ୮୦୦ ଟଙ୍କା ବଂଟନର ଶୁଭାରମ୍ଭ
ବୈଠକରୁ ଜଣାଯାଇଛି ଯେ, ଆସନ୍ତା ୨୦ ତାରିଖରେ ବରଗଡ ଜିଲ୍ଲାରୁ ଏହି ଧାନ ସଂଗ୍ରହ କାର୍ଯ୍ୟ ଆରମ୍ଭ ହେବ। ୨୨ ତାରିଖରେ ସମ୍ବଲପୁର ଏବଂ ପରେ ରାଜ୍ୟର ସବୁ ଜିଲ୍ଲାରେ ଏହି ଧାନ ସଂଗ୍ରହ ବ୍ୟବସ୍ଥା ଆରମ୍ଭ ହେବ।