ଦେବଗଡ଼ ବିଧାନସଭା ପ୍ରାର୍ଥୀଙ୍କୁ ବଦଳାଇଛି ବିଜେଡି। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ପୂର୍ବରୁ ଦେବଗଡ଼ ରାଣୀ ଅରୁନ୍ଧତୀ ଦେବୀଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା ବିଜେଡି। ରୋମାଞ୍ଚ ୨୦୧୯ରେ ମଧ୍ୟ ଏହି ଆସନରୁ ବିଜେଡି ଟିକେଟରେ ଲଢ଼ିଥିଲେ। ଅରୁନ୍ଧତୀ ଦେବୀଙ୍କୁ ବିଜେଡି ଦେବଗଡ଼ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ଓ ଦଳରେ ଥିବା ତାଙ୍କର ସମର୍ଥକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ସେପଟେ ବିଜେଡି ଆଶା କରିଥିଲା ଅରୁନ୍ଧତୀ ଦେବୀ ଦଳକୁ ଆସିଲେ, ଆଗକୁ ତାଙ୍କ ସ୍ବାମୀ ଆସିବେ ବୋଲି । ହେଲେ... ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ପରିସ୍ଥିତି ସୁଧାରିବାରେ ବିଫଳ'; ମଣିପୁର ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଏନପିପି
ମଣିପୁରରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ନେତୃତ୍ୱରେ ବିଜେପି ସରକାର ବର୍ତ୍ତମାନର ପରିସ୍ଥିତିର ମୁକାବିଲା କରିବାରେ ବିଫଳ ହୋଇଥିବା ଅଭିଯୋଗ କରିଛି ଏନପିପି।
Politics
ଦିଲ୍ଲୀ ରାଜନୀତି; କୈଳାଶ ଗଲେ ଅନିଲ ଆସିଲେ
ଅଶୋକ ଗେହଲଟ ଆପ୍ ଛାଡ଼ୁ ଛାଡ଼ୁ ଦଳରେ ଯୋଗ ଦେଇଛନ୍ତି ପୂର୍ବତନ ବିଜେପି ବିଧାୟକ ଅନିଲ ଝା।
Politics
ଇଡି-ସିବିଆଇ ଚାପରେ ଇସ୍ତଫା ଦେଇଛନ୍ତି କୈଳାଶ ଗେହଲଟ: ଆପ୍
ବିଧାନସଭା ନିର୍ବାଚନ ମଧ୍ୟରେ ଆପ୍ ଛାଡ଼ିଛନ୍ତି ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ କୈଳାଶ ଗେହଲଟ।
Politics
ବର୍ଷିଲେ ବିଜେଡି ସାଂସଦ
ମହାପ୍ରଭୁଙ୍କୁ ନେଇ ରାଜନୀତି କରିବା ଛଡ଼ା ବିଜେପି ସରକାରର ଆଉ କିଛି କାମ ନାହିଁ ବୋଲି କହିଛନ୍ତି ସାଂସଦ।