Advertisment

କାହିଁକି ଦେବଗଡ଼ରେ ବିଧାନସଭା ପ୍ରାର୍ଥୀ ବଦଳାଇଲା ବିଜେଡି ?

ଅରୁନ୍ଧତୀ ଦେବୀଙ୍କୁ ବିଜେଡି ଦେବଗଡ଼ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ଓ ଦଳରେ ଥିବା ତାଙ୍କର ସମର୍ଥକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା।

ଅଦ୍ୟତନ ହୋଇଛି
Advertisment

ଦେବଗଡ଼ ବିଧାନସଭା ପ୍ରାର୍ଥୀଙ୍କୁ ବଦଳାଇଛି ବିଜେଡି। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ପୂର୍ବରୁ ଦେବଗଡ଼ ରାଣୀ ଅରୁନ୍ଧତୀ ଦେବୀଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା ବିଜେଡି। ରୋମାଞ୍ଚ ୨୦୧୯ରେ ମଧ୍ୟ ଏହି ଆସନରୁ ବିଜେଡି ଟିକେଟରେ ଲଢ଼ିଥିଲେ। ଅରୁନ୍ଧତୀ ଦେବୀଙ୍କୁ ବିଜେଡି ଦେବଗଡ଼ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ଓ ଦଳରେ ଥିବା ତାଙ୍କର ସମର୍ଥକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ସେପଟେ ବିଜେଡି ଆଶା କରିଥିଲା ଅରୁନ୍ଧତୀ ଦେବୀ ଦଳକୁ ଆସିଲେ, ଆଗକୁ ତାଙ୍କ ସ୍ବାମୀ ଆସିବେ ବୋଲି । ହେଲେ... ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Debagarh BjD Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe