୨୪ ନିର୍ବାଚନ ପରେ ରାଜ୍ୟ ରାଜନୀତିରେ ବଦଳିଛି ପାଣିପାଗ। ପୂର୍ବରୁ ବିଜେପି ଓ ବିଜେଡି ଭାଇ ଭାଇ ବୋଲି କହି ଆସୁଥିଲା କଂଗ୍ରେସ। ହେଲେ ଏକାକି ଲଢି ସରକାର ଗଠନ କରିବା ପରେ ଏହି ଟ୍ୟାଗ ଆଉ ଏବେ ବିଜେପି ପାଇଁ ଲାଗୁ ହେଉ ନାହିଁ । ବରଂ ଦଳ ଏବେ ଅଭିଯୋଗ କରିଛି କି, ବିଜେଡିକୁ ଦିଲ୍ଲୀ କଂଗ୍ରେସ ଚଳାଉଛି ଓ ରାଜ୍ୟରେ କଂଗ୍ରେସକୁ ଚଳାଉଛି ବିଜେଡି । ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
‘ମୋତେ ମାରିଦେଇଥା’ନ୍ତେ’
‘ପିଏସ୍ଓଠାରୁ ପିସ୍ତଲ ଛଡ଼ାଇ ମୋତେ ଫାୟାରିଂ କରିଥାନ୍ତେ। କୌଣସି ପ୍ରକାରେ ପିଏସ୍ଓ ସେମାନଙ୍କ କବଳରୁ ଖସିଯାଇଥିଲେ।’
Politics
ରାହୁଲଙ୍କ ସାମ୍ବାଦିକ ସମ୍ମିଳନୀ ବେଳେ କଟିଲା ବିଜୁଳି, ବିଜେପି କହିଲା- ଜୟରାମ କାଢ଼ିଥିଲେ ପ୍ଲଗ
ମାଇକ ବନ୍ଦ ହୋଇଯିବାରୁ ରାହୁଲ ଗାନ୍ଧି ଏଥିପାଇଁ ଆଦାନୀ ପାୱାର ଓ ମୋଦି ପାୱାର କଥା କହି କଟାକ୍ଷ କରିଥିଲେ।
Politics
‘ସେମାନଙ୍କ ସେ ଅଭ୍ୟାସ ଯାଇନି, ଭାବୁଛନ୍ତି ଏବେବି ଶାସନରେ ଅଛନ୍ତି’
ସେମାନଙ୍କ ଶାସନ ଗଲାଣି, ବିଜେପିର ଶାସନ ଆସିଲାଣି- ଏ କଥା ସେମାନେ ବୁଝିବା ଦରକାର ବୋଲି କହିଛନ୍ତି ବିଜେପି ବିଧାୟକ ସରୋଜ ପାଢ଼ୀ। ହେଲେ କାହା ଉଦ୍ଦେଶ୍ୟରେ ଏ କଥା କହିଛନ୍ତି ସେ?
Politics
ବବିଙ୍କ ଭାଇ କ୍ଷମାପ୍ରାର୍ଥନା ସହ ସରେଣ୍ଡର କଲେ କାହିଁକି?
ଗତକାଲି ଯାଜପୁରରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଥିଲା।
Politics
‘ବର୍ତ୍ତମାନ ବିଜେଡିରେ କେହି ନବୀନଙ୍କ ନେତୃତ୍ୱକୁ ମାନିବାକୁ ପ୍ରସ୍ତୁତ ନାହାନ୍ତି’
‘ସବୁ ପଳେଇଲେଣି। କେତେ ଗଲେଣ, ଆଉ କେତେ ଯିବେ।’