ବିଜେଡିରେ ଡେଇଁଲା ମୂଷା ! | BJD Controversy | Naveen Patnaik | VK Pandian | Debasish Samantray | OR
Advertisment
ବବି ଓ ପାଣ୍ଡିଆନଙ୍କ ପାଇଁ ତେଜିଲା ଦେବାଶିଷ-ପ୍ରଭାତ କଳି। ବିଜେଡି ହାରିବା ଓ ଦଳର କାର୍ଯ୍ୟଧାରାକୁ ନେଇ ପ୍ରଶ୍ନ ଉଠାଇଥିବା ବିଜେଡିର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କୁ ସମାଲୋଚନା କରିବା ବାହାନାରେ ପାଣ୍ଡିଆନଙ୍କ ସମର୍ଥନରେ ବାହାରିଛନ୍ତି ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ଦେଖନ୍ତୁ ପୂରା ରିପୋର୍ଟ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us