ଝୋଲା ବ୍ୟାଗ ବାଣ୍ଟି ଉଡ଼ାଇଥିଲେ 247 କୋଟି | Ama Odisha Nabin Odisha Bag | BJD Free Bag | Odisha Reporter
Advertisment
ଗତ ନିର୍ବାଚନ ପୂର୍ବରୁ ତତ୍କାଳୀନ ବିଜେଡି ସରକାର ଉଭୟ ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଝୋଟ ବ୍ୟାଗ୍ ବାଣ୍ଟିଥିଲେ। ଏହା ବାବଦକୁ ୨୪୭ କୋଟି ୩୬ ଲକ୍ଷ ୬୪ ହଜାର ୨୯୭ ଟଙ୍କା ଖର୍ଚ୍ଚ ହୋଇଛି। ସେହିପରି ଏହି ପରିବାରଗୁଡ଼ିକୁ ୧ ହଜାର ଟଙ୍କା ବଣ୍ଟନ କରାଯାଇଥିବା ବେଳେ ଏଥିପାଇଁ ଖର୍ଚ୍ଚ ହୋଇଛି ୯୫୯ କୋଟି ୫ ଲକ୍ଷ ୨୬ ହଜାର ଟଙ୍କା। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us