Advertisment

'ଟଙ୍କା ଲଗାଇଥିଲା ବିଜେଡି'

ବିଜେପି ନେତା ପ୍ରଦୀପ ପୁରୋହିତଙ୍କ ବିସ୍ଫୋରକ ବୟାନ। କହିଲେ, ଛତିଶଗଡ଼ରେ ବିଜେପିକୁ ହରାଇବାକୁ ଟଙ୍କା ଲଗାଇଥିଲା ବିଜେଡି।

Advertisment

ବିଜେପି ନେତା ପ୍ରଦୀପ ପୁରୋହିତଙ୍କ ବିସ୍ଫୋରକ ବୟାନ। କହିଲେ, ଛତିଶଗଡ଼ରେ ବିଜେପିକୁ ହରାଇବାକୁ ଟଙ୍କା ଲଗାଇଥିଲା ବିଜେଡି। ବିଜେଡି ନେତା ଓ ମନ୍ତ୍ରୀ ପ୍ରାଣପଣେ ଚେଷ୍ଟା କରିଥିଲେ। ଗତ ନିର୍ବାଚନରେ ବି ଟଙ୍କା ଲଗାଇଥିଲା ବିଜେଡି। ୨୪ ନିର୍ବାଚନରେ ଓଡ଼ିଶାରେ ବିଜେପି ସରକାର ଗଢ଼ିବ।

Advertisment
Bjp BjD Odisha Pradip Purohit
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe