ପଦାରେ ପଡ଼ିଲା ବାଲେଶ୍ୱର ବିଜେଡିର ଗୋଷ୍ଠୀ କନ୍ଦଳ। ତେବେ ଭୁବନେଶ୍ବରରେ ରହିଥିବା ସରକାର ଜାଣନ୍ତୁ ଯେ, ବାଲେଶ୍ବରରେ ସବୁ କିଛି ଠିକ୍ ନାହିଁ, ପୂରା ଗଡ଼ବଡ଼ । ଚର୍ଚ୍ଚା ବାଲେଶ୍ୱର ସଦର ବିଧାୟକ ସ୍ୱରୂପ ଦାସଙ୍କ ଟିକେଟ୍ କାଟିବା ପାଇଁ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କ ଏହା ବଡ଼ ଯୋଜନା ! ଲୁଚିଛି ନା ଗୋଡ଼ ଦିଟା ଦିଶୁଛି ଭଳି ମା’ଙ୍କ ବିଶାଳ ରାଲି ପଛରେ କିଏ ? ବାଲେଶ୍ୱର ସଦର ବିଧାୟକ ଏବଂ ପୂର୍ବତନ ସାଂସଦଙ୍କ ମଧ୍ୟରେ କନ୍ଦଳ ଜଳଜଳ ହୋଇ ଦେଖା ଯାଉଛି ! ପାଣ୍ଡିଆନଙ୍କ ସଭା ପୂର୍ବରୁ ଆରମ୍ଭ ହୋଇଥିବା ଗଣ୍ଡଗୋଳ ଲାଗୁଛି ଆଉ ଥମିବନି । ତେବେ ଥାନାରେ ଅଭିଯୋଗ ପରେ ରାଜରାସ୍ତାରେ ଶକ୍ତି ପ୍ରଦର୍ଶନ ଚାଲିଛି । ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଲୋକସେବା ଭବନରେ ଲାଗିଲା ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍
ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସାନିଟାରୀ ଭେଣ୍ଡିଂ ମେସିନକୁ ସ୍ଥାପନକୁ ଉଦଘାଟନ କରିବା ସହ ମହିଳାମାନଙ୍କ ପାଇଁ ସ୍ୱଚ୍ଛତା ଓ ସହାୟକ କର୍ମକ୍ଷେତ୍ର ସୃଷ୍ଟି ଦିଗରେ ଏକ ପ୍ରଗତିଶୀଳ ପଦକ୍ଷେପ ବୋଲି କହିଛନ୍ତି ।
Politics
ରାଜ୍ୟରେ ୫ବର୍ଷରେ ୨ଗୁଣ ବଢ଼ିବ ଏମବିବିଏସ୍ ସିଟ୍ : ସ୍ୱାସ୍ଥ୍ୟମନ୍ତ୍ରୀ
ଆଜି ଶ୍ରୀ ମହାଲିଙ୍ଗ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଆଗାମୀ ୫ବର୍ଷ ମଧ୍ୟରେ ରାଜ୍ୟର ବିଭିନ୍ନ ମେଡିକାଲ କଲେଜରେ ଥିବା ଏମବିବିଏସ୍ ସିଟ୍ ସଂଖ୍ୟାକୁ ୨୫୦୦ରୁ ୫ହଜାରକୁ ବୃଦ୍ଧି କରିବାକୁ ସରକାର ଯୋଜନା କରିଛନ୍ତି ।
Politics
ଜେଲରେ ଜୟନାରାୟଣଙ୍କୁ ଦିଆଯାଇଥିଲା ବିଷ!
ଏତେ ସଂଘର୍ଷ ସତ୍ତ୍ୱେ ଦଳ କ୍ଷମତାକୁ ଆସିଥିଲେ ମଧ୍ୟ ତାଙ୍କୁ କୌଣସି ପଦପଦବୀ ଦିଆଯାଇନଥିବା ଯୋଗୁ ମନରେ ତାଙ୍କର ରହିଛି ଅନେକ କ୍ଷୋଭ।
Politics
'ବାଇଡେନଙ୍କ ପରି ମୋଦିଙ୍କ ମେମୋରି ଲସ୍ ହୋଇଗଲାଣି'
ପ୍ରଧାନମନ୍ତ୍ରୀ ମୋଦି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭଳି ସ୍ମୃତିଶକ୍ତି ହରାଇ ବସିଲେଣି ବୋଲି ରାହୁଲ ଗାନ୍ଧି କହିଛନ୍ତି।
Politics
ବିଜେପି-କଂଗ୍ରେସକୁ ନିର୍ବାଚନ ଆୟୋଗଙ୍କ ନୋଟିସ୍, ସୋମବାର ସୁଦ୍ଧା ଜବାବ ରଖିବାକୁ ନିର୍ଦ୍ଦେଶ
ଜାତୀୟ ସ୍ତରରେ ଦୁଇ ପ୍ରମୁଖ ଦଳର ଷ୍ଟାର୍ ପ୍ରଚାରକ ଅମିତ ଶାହ ଏବଂ ରାହୁଲ ଗାନ୍ଧିଙ୍କ ମନ୍ତବ୍ୟକୁ ନେଇ ଦଳର ସଭାପତିମାନଙ୍କୁ ସ୍ପଷ୍ଟୀକରଣ ମାଗିଛନ୍ତି ନିର୍ବାଚନ କମିଶନ।