ନିର୍ବାଚନ ବିଗୁଲ ବାଜିବା ସହ ସରଗରମ ହୋଇଉଠିଛି ରାଜ୍ୟ ରାଜନୀତି। ଆଉ ଏଥର ରାଜନୀତି ମୈଦାନରେ ନୂଆ ଜେନେରେସନ୍। ବାପାଙ୍କ ଗଡ଼ ଜଗିବା ସହ ନିର୍ବାଚନ ମଣ୍ଡଳୀର ମଙ୍ଗ ଧରିବାକୁ ପ୍ରସ୍ତୁତ ପୁଅ। ତେବେ ଏଠି ପ୍ରଶ୍ନ ଉଠୁଛି, ନୂଆ ପିଢିଙ୍କୁ କେତେ ଗ୍ରହଣ କରିବେ ଜନତା? ବାପାଙ୍କ ପତିଆରା ବଜାୟ ରଖିବାକୁ ସକ୍ଷମ ହେବେ ତ ପୁଅମାନେ? ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।