Advertisment

କାହିଁକି କଟିଲା ଅମର ଶତପଥୀଙ୍କ ଟିକେଟ ?

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକେଟ ନେଇ ପୁନର୍ବିଚାର କରିବାକୁ ଦାବି କରିଛନ୍ତି ସମର୍ଥକ।

ଅଦ୍ୟତନ ହୋଇଛି
Advertisment

ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଟିକେଟ କାହିଁକି କଟିଲା ? ତାହାର କାରଣ ଜଣାପଡ଼ିନଥିବା ବେଳେ ଅମରଙ୍କ ସମର୍ଥକଙ୍କ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏହାକୁ ନେଇ ଶତାଧିକ ସମର୍ଥକ ଅମରଙ୍କ ଭୁବନେଶ୍ୱର ସ୍ଥିତ ବାସ ଭବନରେ ଏକାଠି ହୋଇଛନ୍ତି। ଆଉ ନିଜର ଅସନ୍ତୋଷ ଝାଡ଼ିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକେଟ ନେଇ ପୁନର୍ବିଚାର କରିବାକୁ ଦାବି କରିଛନ୍ତି ସମର୍ଥକ।

Advertisment
Odisha BjD
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe