Advertisment

କଳା ପତାକା ଦେଖାଇ ଦିବ୍ୟଶଙ୍କର ମିଶ୍ରଙ୍କୁ ଜୋରଦାର ବିରୋଧ

ଗୁରୁଦିବସ କାର୍ଯ୍ୟକ୍ରମକୁ ଅତିଥି ହୋଇ ଯାଇଥିଲେ । ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ନାରାବାଜି ସହ କଳାପତାକା ପ୍ରଦର୍ଶନ । ବିଧାୟକ ଭୂପିନ୍ଦର ସିଂ ଓ ପ୍ରଦୀପ ଦିଶାରୀ ବି ଥିଲେ ।

Advertisment

ଭବାନୀପାଟଣା: ନର୍ଲାରେ ବିଜେଡି ବିଧାୟକ ଦିବ୍ୟଶଙ୍କର ମିଶ୍ରଙ୍କୁ ବିରୋଧ । ଗୁରୁଦିବସ କାର୍ଯ୍ୟକ୍ରମକୁ ଅତିଥି ହୋଇ ଯାଇଥିଲେ । ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ନାରାବାଜି ସହ କଳାପତାକା ପ୍ରଦର୍ଶନ । ବିଧାୟକ ଭୂପିନ୍ଦର ସିଂ ଓ ପ୍ରଦୀପ ଦିଶାରୀ ବି ଥିଲେ । ମମିତା ମେହେର ହତ୍ୟା ଘଟଣା ପ୍ରତିବାଦରେ ବିରୋଧ ।

Advertisment
Congress Kalahandi Dibyashankar Mishra
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe