Advertisment

ଦ୍ୱିତୀୟ ବିବାହ କରିବେ ବିଜେଡି ବିଧାୟକ ଦିବ୍ୟଶଙ୍କର ମିଶ୍ର

ଦ୍ୱିତୀୟ ବିବାହ କରିବେ ବିଧାୟକ ଦିବ୍ୟଶଙ୍କର ମିଶ୍ର। ଖୁବ୍‌ ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବେ ଜୁନାଗଡର ବିଜେଡି ବିଧାୟକ ଦିବ୍ୟ ଶଙ୍କର ମିଶ୍ର। ସୋଶାଲ ମିଡିଆରେ ଏ ନେଇ ଚର୍ଚ୍ଚା ଜୋର ଧରିଛି। ଦିବ୍ୟଶଙ୍କର ଏହି ଚର୍ଚ୍ଚାରେ ମୋହର ମାରିଥିବା ବେଳେ ନିଜ ବିବାହ କଥାକୁ ସ୍ୱୀକାର କରି ସାରିଛନ୍ତି। ଚଳିତ ମାସ ୨୬ ତାରିଖରେ ପୁରୀ ନିକଟ ଏକ ରିସର୍ଟରେ ବେଶ୍‌ ନିରାଡମ୍ବର ଭାବେ ଏହି ବିବାହ ହେବା ନେଇ ଚର୍ଚ୍ଚା ହେଉଛି। ଦିବ୍ୟଶଙ୍କର ନିଜ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗୋଲାମୁଣ୍ଡା ବ୍ଲକ୍ ଦେକୋଟ ଗାଁର ଜଣେ ଯୁବତୀଙ୍କୁ ବିବାହ କରିବେ ବୋଲି ଜଣାଯାଇଛି। ଯୁବତୀ ଜଣଙ୍କ ଦିବ୍ୟଶଙ୍କରଙ୍କଠାରୁ ବୟସରେ ପ୍ରାୟ ୨୦ ବର୍ଷ ସାନ ହେବେ ବୋଲି ସୂଚନା ମିଳିଛି।

ଅଦ୍ୟତନ ହୋଇଛି

Marriage BjD Dibya Shankar Mishra
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe