ଇଡିରେ ହାଜର ହେଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ | Odisha Reporter
Advertisment
ଇଡିରେ ଆଜି ହାଜର ହୋଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି। ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ସେ ଇଡିରେ ହାଜର ହୋଇଥିବା ଜଣାଯାଇଛି। ପ୍ରୟାସକାନ୍ତିଙ୍କୁ ଇଡି ଜେରା କରୁଥିବା ସୂଚନା ରହିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us