‘ନିମାପଡ଼ାରେ ବିଜେପି ଲକ୍ଷାଧିକ ଭୋଟରେ ନିଶ୍ଚିତ ଜିତିବ\' | Odisha Reporter
ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ମିଶିଛନ୍ତି ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଭୁବନେଶ୍ୱର ସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲ ଓ ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ ତୋମାରଙ୍କ ଉପସ୍ଥିତିରେ ସେ ଦଳରେ ଯୋଗ ଦେଇଛନ୍ତି। ବିଜେପିରେ ସାମିଲ୍ ହେବା ପରେ ସମୀର ଦାଶ କହିଛନ୍ତି, ମୋ ଉପରେ ବିଜେଡି ନେତାଙ୍କ ଭରସା ରହିଲାନି। ନେତୃତ୍ୱଙ୍କ ଭରସା ନ ରହିଲେ ଦଳରେ କାର୍ଯ୍ୟ କରିବା ସମ୍ଭବ ନୁହେଁ। ନିମାପଡ଼ା ବିଜେପି ବିଧାୟିକା ପ୍ରାର୍ଥୀ ପ୍ରଭାତୀ ପରିଡ଼ା ଲକ୍ଷାଧିକ ଭୋଟରେ ନିଶ୍ଚିତ ଜିତିବେ ବୋଲି କହିଛନ୍ତି ସମୀର ଦାଶ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
