Advertisment

ନିମାପଡ଼ାରେ ପ୍ରଭାତି ପରିଡ଼ା ଲକ୍ଷାଧିକ ଭୋଟରେ ଜିତିବେ: ସମୀର ଦାଶ

ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ମିଶିଛନ୍ତି ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ।

ଅଦ୍ୟତନ ହୋଇଛି
Advertisment

ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ମିଶିଛନ୍ତି ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଭୁବନେଶ୍ୱର ସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲ ଓ ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ ତୋମାରଙ୍କ ଉପସ୍ଥିତିରେ ସେ ଦଳରେ ଯୋଗ ଦେଇଛନ୍ତି। ବିଜେପିରେ ସାମିଲ୍ ହେବା ପରେ ସମୀର ଦାଶ କହିଛନ୍ତି, ମୋ ଉପରେ ବିଜେଡି ନେତାଙ୍କ ଭରସା ରହିଲାନି। ନେତୃତ୍ୱଙ୍କ ଭରସା ନ ରହିଲେ ଦଳରେ କାର୍ଯ୍ୟ କରିବା ସମ୍ଭବ ନୁହେଁ। ନିମାପଡ଼ା ବିଜେପି ବିଧାୟିକା ପ୍ରାର୍ଥୀ ପ୍ରଭାତୀ ପରିଡ଼ା ଲକ୍ଷାଧିକ ଭୋଟରେ ନିଶ୍ଚିତ ଜିତିବେ ବୋଲି କହିଛନ୍ତି ସମୀର ଦାଶ।

Advertisment
Odisha Bjp Samir Dash
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe