କେନ୍ଦ୍ର ଜାହାଜ ଚଳାଚଳ, ଜଳପଥ ଏବଂ ପର୍ଯ୍ୟଟନ ରାଷ୍ଟ୍ର ମନ୍ତ୍ରୀ ଶ୍ରୀପଦ ନାୟକଙ୍କୁ ଧମକାଇଲା ବେଳେ ରାଷ୍ଟ୍ରପତିଙ୍କୁ ଟାଣିଛନ୍ତି ସମ୍ବିତ ରାଉତରାୟ ! ରାଷ୍ଟ୍ରପତି ବିଜୁ ବାବୁଙ୍କ ସଂପର୍କରେ ନ କହିବା ରାଜନୈତିକ, ଭାଷଣ ଲେଖା ହୋଇ ଦିଆଯାଇଥିଲା, ଏକଥା ନ ଲେଖିବା ପାଇଁ କୁହାଯାଇଥିବା କହିଛନ୍ତି ପାରଦୀପ ବିଧାୟକ ସମ୍ବିତ ରାଉତରାୟ। ପାରାଦୀପ ବନ୍ଦର ରାସ୍ତା ଚଉଡ଼ା ପାଇଁ ରାଜ୍ୟ ସରକାର ସହଯୋଗ କରୁନଥିବା କହିଥିଲେ କେନ୍ଦ୍ର ମନ୍ତ୍ରୀ ଶ୍ରୀପଦ ନାୟକ। କେନ୍ଦ୍ର ମନ୍ତ୍ରୀଙ୍କୁ କଡ଼ା କାଉଣ୍ଟର କରି ବିଧାୟକ ସମ୍ବିତ କହିଥିଲେ, ଆମେ ରାଜରାସ୍ତାକୁ ଓହ୍ଲାଇଲେ ଶ୍ରୀପଦ ନାୟକ ନଥିବେ। ଆମକୁ ଏକ ଘଣ୍ଟା ମଧ୍ୟ ଲାଗିବନି ପାରାଦୀପ ବନ୍ଦରକୁ ଅଚଳ କରିଦେବା ପାଇଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଜାନୁଆରୀରେ ଦୁଇ ଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
ଜାନୁଆରୀ ୨୭ ଓ ୨୮ତାରିଖ ‘ଉତ୍କର୍ଷ ଓଡ଼ିଶା’ କନ୍କ୍ଲେଭ ଭୁବନେଶ୍ୱରରେ ଆୟୋଜିତ ହେବ। ସେଥିରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବ।
Politics
ବିଜେଡିରୁ ଚାଲିଛି ଇସ୍ତଫାର ସୁଅ, ବିଜେପିରେ ମିଶିଲେ ଜୟପୁର ବ୍ଲକ ଅଧ୍ୟକ୍ଷା
ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆଜି ଆୟୋଜିତ ଏକ ମିଶ୍ରଣ ପର୍ବରେ କୋରାପୁଟ, କଟକ ଓ ଯାଜପୁର ଜିଲ୍ଲାର ତୃଣମୂଳସ୍ତର ନେତାମାନେ ବିଜେଡି ଓ କଂଗ୍ରେସ ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି ।
Politics
ଡିଲ୍ ପଛରେ ଅଛି କି ଡିଲ୍, ବିଜୟ ପାଲଟିଲେ ବିଜେଡି ଅସନ୍ତୁଷ୍ଟଙ୍କ ସ୍ୱର?
ମହୋତ୍ସବରୁ ଫେରିବାର ପ୍ରାୟ ୩ଦିନ ପରେ ଗଣମାଧ୍ୟମକୁ ଡାକି କୁଟ୍ଟେ ଓ ଆଶୀଷ ସିଂ ଦିଲ୍ଲୀ ଯିବା ପଛରେ ଡିଲ୍ ହୋଇଥିବା ଅଭିଯୋଗ ଆଣିଛନ୍ତି । ଆଉ ମୁଖ୍ୟମନ୍ତ୍ରୀଙ୍କଠୁ ସ୍ପଷ୍ଟୀକରଣ ବି ମାଗିଛନ୍ତି ।
Politics
EVMକୁ ନେଇ ବଢ଼ିଲା ଇଣ୍ଡିଆ ବ୍ଲକରେ ଫାଟ: ଏଥର କଂଗ୍ରେସକୁ ଘେରିଲା TMC
ଇଭିଏମ ହ୍ୟାକ କରି ବିଜେପି ନିର୍ବାଚନରେ ଜିତୁଥିବା କଂଗ୍ରେସ ବାରମ୍ବାର ଅଭିଯୋଗ କରି ଆସୁଛି। ହେଲେ କଂଗ୍ରେସ ନେତୃତ୍ୱାଧୀନ ଇଣ୍ତିଆ ବ୍ଲକରେ ଥିବା ଗୋଟିଏ ପରେ ଗୋଟିଏ ଦଳ ଏହା ବିରୋଧରେ ମତ ରଖିବାରେ ଲାଗିଛନ୍ତି।
Politics
ପାଲେଷ୍ଟାଇନ ଲେଖାଥିବା ବ୍ୟାଗ ଧରି ସଂସଦରେ ପହଞ୍ଚିଲେ ପ୍ରିୟଙ୍କା, ଏମିତି କହିଲା ବିଜେପି
ବିଜେପି ଏହାକୁ ତୁଷ୍ଟୀକରଣ ପାଇଁ ଉଦ୍ୟମ ବୋଲି କହି ତାଚ୍ଛଲ୍ୟ କରିଥିବା ବେଳେ ଏହାର ଜବାବ ପ୍ରିୟଙ୍କା ଗାନ୍ଧି ଦେଇଛନ୍ତି।