Advertisment

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ପରାମର୍ଶ ଦେଲେ ବିଜେଡି ସାଂସଦ ଭର୍ତ୍ତୃହରି

ସଭାମଞ୍ଚରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଫାଉଲ ପରାମର୍ଶ ଦେଲେ ବିଜେଡି ସାଂସଦ ଭର୍ତ୍ତୃହରି ମହତାବ।

Advertisment

ସଭାମଞ୍ଚରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଫାଉଲ ପରାମର୍ଶ ଦେଲେ ବିଜେଡି ସାଂସଦ ଭର୍ତ୍ତୃହରି ମହତାବ। କଟକ ସାଂସଦ ପ୍ରଶଂସା କରିବା ସହ ଧର୍ମେନ୍ଦ୍ରଙ୍କ କୌଶଳକୁ ନେଇ ମଧ୍ୟ ତାରିଫ କଲେ । ଅବସର ଥିଲା ରେଭେନ୍ସା ବାଳିକା ବିଦ୍ୟାଳୟର ୧୫୦ ବର୍ଷ ପୂର୍ତ୍ତି ସଭା । ଯେଉଁଠି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ ବିଜେଡି ସାଂସଦ ଭର୍ତ୍ତୃହରି ମହତାବ ମଧ୍ୟ ଉପସ୍ଥିତ ଥିଲେ। 

Advertisment
Bjp BjD Dharmendra Pradhan Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe