ନା ଅଛି ବିରୋଧୀଙ୍କୁ ଖାତିର, ନା ନୀତି ନୈତିକତା। ନିର୍ବାଚନ ଯେତିକି ପାଖୋଉଛି ସରକାରୀ ଯୋଜନା ସେତିକି ସେତିକି ବଢୁଛି। ଆଉ ତାକୁ ଢାଲ କରି ଶାସକ ବିଜେଡି, ଦଳୀୟ ପ୍ରଚାର ବି କରୁଛି। ଏଭଳି ମାଳ ମାଳ ଅଭିଯୋଗକୁ ନେଇ ବିରୋଧୀ ଖଡ୍ଗହସ୍ତ। 'ଆମ ଓଡିଶା ନବୀନ ଓଡିଶା' ଠାରୁ ଆରମ୍ଭ କରି ଆମ ବ୍ୟାଙ୍କ ଭଳି ଯୋଜନା ଯାଏଁ। ସବୁଥିରେ ଲାଗିଛି ବିଜେଡି ଚିହ୍ନ ଶଙ୍ଖ। ଏପରିକି ସ୍କୁଲ କଲେଜ ପାଇଁ ଉଦ୍ଦିଷ୍ଟ ଯୋଜନାରେ ବି ଦଳୀୟ ଚିହ୍ନର ବ୍ୟାପକ ବ୍ୟବହାର ଦେଖିବାକୁ ମିଳୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶିରୋମଣି ଅକାଳୀ ଦଳ ଅଧ୍ୟକ୍ଷ ପଦରୁ ସୁଖବୀର ସିଂହ ବାଦଲଙ୍କ ଇସ୍ତଫା
ଶିରୋମଣି ଅକାଳୀ ଦଳ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ସୁଖବୀର ସିଂହ ବାଦଲ। ଏନେଇ ପଞ୍ଜାବର ପୂର୍ବତନ ଶିକ୍ଷା ମନ୍ତ୍ରୀ ତଥା ଅକାଳୀ ଦଳର ବରିଷ୍ଠ ନେତା ଦଲଜିତ ସିଂହ ଚୀମା ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି।
Politics
ରାହୁଲ ଗାନ୍ଧିଙ୍କ ବ୍ୟାଗ୍ ଯାଞ୍ଚ କଲେ ନିର୍ବାଚନ ଆୟୋଗ
ମହାରାଷ୍ଟ୍ରର ଅମରାବତୀରେ ନିର୍ବାଚନୀ ପ୍ରଚାରକୁ ଯିବା ସମୟରେ ରାହୁଲ ଗାନ୍ଧିଙ୍କ ବ୍ୟାଗ୍ ଯାଞ୍ଚ କରାଯାଇଛି।
Politics
ବୈଜୟନ୍ତ ପଣ୍ଡାଙ୍କୁ କୃତଜ୍ଞତା ଜଣାଇଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ହର୍ଷଦୀପ ମଲହୋତ୍ରା
ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ସଡ଼କ ଓ ପରିବହନ ରାଷ୍ଟ୍ରମନ୍ତ୍ରୀ ହର୍ଷଦୀପ ମଲହୋତ୍ରା।
Politics
ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ; କହିଲେ- ଓଡ଼ିଶା ପାଲଟିବ ଶିଳ୍ପପତିଙ୍କ ପ୍ରଥମ ପସନ୍ଦ
ଓଡ଼ିଶାକୁ ବିଦେଶରୁ ଆସିବ ନିବେଶ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
Politics
ଆଦିବାସୀଙ୍କ ପାଇଁ ଖୁସି ଖବର; ଖୁବ୍ ଶୀଘ୍ର ଲାଗୁ ହେବ ପେସା ଆଇନ୍
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ପେଶା ଆଇନ୍। ତେବେ ତା’ ପୂର୍ବରୁ ଲୋକଙ୍କ ମତାମତ ନିଆଯିବ। ପେସା ଆଇନ୍ ବାବଦରେ ସଚେତନ କରାଯିବ।