‘ନବୀନଙ୍କ ଦସ୍ତଖତ ଅସଲି ନା ନକଲି’

ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତକୁ ନେଇ ସନ୍ଦେହ ପ୍ରକଟ କଲେ ସୌମ୍ୟ ରଞ୍ଜନ ପଟ୍ଟନାୟକ।

Manoj Swain
  • Published: Tuesday, 12 September 2023
  • Updated: 12 September 2023, 05:20 PM IST

Sports

Latest News

ବିଜେଡିର ଉପସଭାପତି ପଦରୁ ବହିଷ୍କାର ପରେ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ପ୍ରତିକ୍ରିୟା। କହିଲେ, ବହିଷ୍କାର ପତ୍ରରେ ଥିବା ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତ ଉପରେ ମୋର ସନ୍ଦେହ, ମୁଖ୍ୟମନ୍ତ୍ରୀଙ୍କୁ ଭେଟି କଥା ହେବାକୁ ୨ ମିନିଟ ସମୟ ମାଗିଥିଲି, ସମୟ ନଦେଇ ପଦରୁ ବହିଷ୍କାର କରାଯାଇଥିବାରୁ ସନ୍ଦେହ ହେଉଛି । 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos