Advertisment

‘ନବୀନଙ୍କ ଦସ୍ତଖତ ଅସଲି ନା ନକଲି’

ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତକୁ ନେଇ ସନ୍ଦେହ ପ୍ରକଟ କଲେ ସୌମ୍ୟ ରଞ୍ଜନ ପଟ୍ଟନାୟକ।

ଅଦ୍ୟତନ ହୋଇଛି
Advertisment

ବିଜେଡିର ଉପସଭାପତି ପଦରୁ ବହିଷ୍କାର ପରେ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ପ୍ରତିକ୍ରିୟା। କହିଲେ, ବହିଷ୍କାର ପତ୍ରରେ ଥିବା ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତ ଉପରେ ମୋର ସନ୍ଦେହ, ମୁଖ୍ୟମନ୍ତ୍ରୀଙ୍କୁ ଭେଟି କଥା ହେବାକୁ ୨ ମିନିଟ ସମୟ ମାଗିଥିଲି, ସମୟ ନଦେଇ ପଦରୁ ବହିଷ୍କାର କରାଯାଇଥିବାରୁ ସନ୍ଦେହ ହେଉଛି । 

Advertisment
Soumya Ranjan Patnaik BjD Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe