ବିଧାନସଭାର ଉପବାଚସ୍ପତି ହେଲେ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ। ଏନେଇ ଆଜି ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ। ଉପବାଚସ୍ପତି ରୂପେ ନିର୍ବାଚିତ ହେବା ପରେ ସାଲୁଗା ପ୍ରଧାନ ଗୃହର ସମସ୍ତ ସଦସ୍ୟଙ୍କୁ କୃତଜ୍ଞତା ଜଣାଇବା ସହ ଧନ୍ୟବାଦ ଅର୍ପଣ କରିଛନ୍ତି। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।