ବାବୁ ଆଉ ବିଜେଡିର ବୋଲ ମାନୁ ନାହାଁନ୍ତି। ବିଜେଡି କଥା ଆଉ ସେମାନେ ଶୁଣୁ ନାହାଁନ୍ତି। ଦିନ ଥିଲା ଓଡ଼ିଶାରେ ବାବୁ ରାଜ ଚାଲିଛି ବୋଲି ଅଭିଯୋଗ ହେଉଥିଲା। ବ୍ଲକରେ ବିଡିଓ, ଜିଲ୍ଲାରେ ଜିଲ୍ଲାପାଳମାନେ ମୋଷ୍ଟ ପାଓ୍ବରଫୁଲ ଥିଲେ। ବିଜେଡି କଥାରେ ପରିଚାଳିତ ହେଉଛନ୍ତି ବୋଲି ଅଭିଯୋଗ ହେଉଥିଲା। ଏହାପରେ ସରକାର ବଦଳିଲା ରାଜ୍ୟରେ ଏବେ ବିଜେପି ସରକାର । ଦେଖନ୍ତୁ ପୂରା ରିପୋର୍ଟ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
‘କେରଳ ମିନି ପାକିସ୍ତାନ’ ବୟାନ ପାଇଁ ବିବାଦରେ ମନ୍ତ୍ରୀ ରାଣେ
କଂଗ୍ରେସର ରାହୁଲ ଗାନ୍ଧି ଓ କେରଳର ୱାୟନାଡରୁ ସାଂସଦ ହୋଇଥିବା ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ ଟାର୍ଗେଟ କରିବା ବେଳେ ନୀତେଶ ରାଣେ କେରଳକୁ ମିନି ପାକିସ୍ତାନ କହିବାକୁ ମଧ୍ୟ ପଛାଇ ନାହାନ୍ତି।
Politics
ସୁସ୍ଥ ହୋଇ ଓଡ଼ିଶା ଫେରିଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ
ଗତ ୧୯ରେ ସଂସଦ ଏଣ୍ଟ୍ରି ଗେଟରେ ‘ଆମ୍ବେଦକର’ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟ ବିକ୍ଷୋଭ ପ୍ରଦର୍ଶନ କରୁଥିଲେ। ଏତିକି ବେଳେ ଠେଲା ପେଲା ହୋଇଥିଲା। ରାହୁଲ ଗାନ୍ଧୀ ଠେଲି ଦେବାରୁ ସଂସଦର ମକର ଦ୍ୱାରର ଶିଢ଼ି ଉପରରୁ ତଳକୁ ପଡ଼ି ଯାଇଥିଲେ ପ୍ରତାପ ଷଡଙ୍ଗୀ।
Politics
ହାଇଦ୍ରାବାଦ ଦଳାଚକଟା ଘଟଣା: 'ଆଇନ ଆଗରେ ସମସ୍ତେ ସମାନ' କହିଲେ ପୱନ କଲ୍ୟାଣ
ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ବିରୋଧରେ ହୋଇଥିବା କାର୍ଯ୍ୟାନୁଷ୍ଠାନକୁ ଉଚିତ ବୋଲି ଦର୍ଶାଇଛନ୍ତି ପୱନ କଲ୍ୟାଣ। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କୁ କଲେ ପ୍ରଶଂସା।
Politics
ରାହୁଲ ଗାନ୍ଧିଙ୍କ ଭିଏତନାମ ଟ୍ରିପକୁ ନେଇ ବିଜେପି-କଂଗ୍ରେସ ମୁହାଁମୁହିଁ
ମନମୋହନ ସିଂହଙ୍କ ଅସ୍ତିକୁ ସଂଗ୍ରହ ପାଇଁ ଗାନ୍ଧି ପରିବାରର କେହି ଉପସ୍ଥିତ ନଥିବାରୁ ଦିନକ ତଳେ ବିଜେପି ଏହା ଉପରେ ପ୍ରଶ୍ନ ଉଠାଇଥିଲା।
Politics
କେଜ୍ରିୱାଲଙ୍କ ବଡ଼ ଘୋଷଣା; ଆପ୍ ଜିତିଲେ ମନ୍ଦିର ପୂଜକଙ୍କୁ ଦେବ ମାସିକ ୧୮ ହଜାର ଦରମା
ଆମ୍ ଆଦମୀ ପାର୍ଟି ସରକାରକୁ ଫେରିଲେ ଦିଲ୍ଲୀର ସମସ୍ତ ମନ୍ଦିର ପୂଜକ ଓ ଗୁରୁଦ୍ୱାର ଗ୍ରନ୍ଥିମାନଙ୍କୁ ମାସିକ ୧୮ ହଜାର ଟଙ୍କା ଲେଖାଏଁ ଦରମା ଦେବାକୁ ଘୋଷଣା କରିଛନ୍ତି ଅରବିନ୍ଦ କେଜ୍ରିୱାଲ। ୩୧ ଡିସେମ୍ବରରୁ ନିଜେ ଆରମ୍ଭ କରିବେ ପଞ୍ଜିକରଣ।