Advertisment

ନବୀନଙ୍କୁ ଘାରିଛି କି ଦଳ ଭାଙ୍ଗିଯିବା ଚିନ୍ତା ?

ପରିଶ୍ରମ କରନ୍ତୁ, ଏକଜୁଟ୍ ରୁହନ୍ତୁ ଆଉ ଦଳକୁ ମଜବୁତ ରଖନ୍ତୁ ବୋଲି ନବୀନ ନିଜ ନେତା ଓ କର୍ମୀଙ୍କୁ ଆହ୍ବାନ ଦେଇଛନ୍ତି।

author-image
Manoj Swain

ନବୀନଙ୍କୁ ଘାରିଛି କି ଦଳ ଭାଙ୍ଗିଯିବା ଚିନ୍ତା ? ଏଥର ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଏବେ ଏମିତି କିଛି ଚର୍ଚ୍ଚା ଜୋର ଧରିଛି । ଆଉ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବୟାନ ଏଦିଗକୁ ଅଧିକ ଇଙ୍ଗିତ କରିଛି । ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha BjD