BJD Supremo Naveen Pattnaik revoked Expulsion of Dr. Dama Rout From BJD | Odisha Reporter
ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଉପରୁ ହଟିଲା ବହିଷ୍କାର ଆଦେଶ। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ତାଙ୍କ ଉପରୁ ସୋମବାର ଦିନ ବହିଷ୍କାର ଆଦେଶ ଉଠାଇ ଦେଇଛନ୍ତି। ୨୦୧୮ରେ ବିଜେଡିରୁ ବହିଷ୍କୃତ ହୋଇଥିଲେ ଶ୍ରୀ ରାଉତ। ବିଜେଡିରୁ ବହିଷ୍କାର ପରେ ସେ ବିଜେପିରେ ଯୋଗ ଦେଇଥିଲେ। ବିଜେଡି ବିଧାୟକ ତଥା ତାଙ୍କ ପୁଅ ସମ୍ବିତ ରାଉତ କହିଛନ୍ତି, ବିଜେଡିରୁ ଦୂରେଇ ରହିବା ପରେ ବାପା ମାନସିକ ସ୍ତରରେ ଭାଙ୍ଗି ପଡ଼ିଥିଲେ। ତାଙ୍କର ଗୋଟିଏ ଇଚ୍ଛା ଥିଲା ଯେ ସେ ମୃତ୍ୟୁ ପର୍ଯ୍ୟନ୍ତ ବିଜେଡି ଓ ନବୀନ ପଟ୍ଟନାୟକଙ୍କ ସେବା କରିବେ। ତାହା ପୂରଣ ହୋଇଛି। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
