ବିଜେପି ସରକାର ଆସିବା ଦିନଠାରୁ ଆଇନ ଶୃଙ୍ଖଳା ବିଗିଡିଛି । ଭଦ୍ରକ ଏବଂ ବାଲେଶ୍ୱରରେ ଗୋଷ୍ଠୀ ସଙ୍ଘର୍ଷ ହେଲା। ଚୋରି, ଡକାୟତି, ଦୁଷ୍କର୍ମ ବଢ଼ିବାରେ ଲାଗିଛି। ପୁଲିସକୁ ବ୍ୟବହାର କରି ବିଜେଡି କର୍ମୀ ଓ ନେତାଙ୍କ ଉପରେ ମାମଲା କରୁଛନ୍ତି। ବିଜେପି କର୍ମୀ ଅତ୍ୟାଚାର କଲେ ବି କିଛି ହେଉନି। ସରକାରୀ ଗୁଣ୍ଡା ଭାବେ ବ୍ୟବହାର କରୁଛି। ଆଜି ଏଭଳି ଅଭିଯୋଗ କରିଛି ବିଜେଡି। ଏକ ସାମ୍ବାଦିକ ସମ୍ମିଳନୀରେ ଏକଥା କହିଛନ୍ତି ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ତେଜୁଛି ଯାଜପୁର କଳି, ପୁଣି ବିଜେଡି-ବିଜେପି ମୁହାଁମୁହିଁ
ଯାଜପୁର ଘଟଣାକୁ ନେଇ ବିଜେଡି ଓ ବିଜେପି ପୁଣି ମୁହାଁମୁହିଁ ହୋଇଛନ୍ତି। ବିଜେଡି ପ୍ରେସମିଟ୍ କରି ପୁଲିସ ଉପରେ ଦୋଷ ଲଦିଥିବାବେଳେ କାଉଣ୍ଟର କରିଛି ବିଜେପି।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।