Advertisment

'ସୌମ୍ୟଙ୍କ ମାମଲା CBIକୁ ଦିଆଯାଉ'

ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରବାର ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ବିଜେଡିରୁ ବହିଷ୍କାର କରିଥିଲେ ।

Advertisment

ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରବାର ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ବିଜେଡିରୁ ବହିଷ୍କାର କରିଥିଲେ । ‘ସମ୍ବାଦ’ ଲୋନ୍‌ ସ୍କାମ୍‌ ନେଇ ଇଓଡବ୍ଲୁରେ ସୌମ୍ୟଙ୍କ ନାଁରେ ଅଭିଯୋଗ ହୋଇଛି। ତେବେ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ବିଜେଡିରୁ ବହିଷ୍କାର ପରେ ବରିଷ୍ଠ ସାମ୍ୱାଦିକ ରବି ଦାସଙ୍କ ପ୍ରତିକ୍ରିୟା । କହିଲେ, ସୌମ୍ୟଙ୍କ ମାମଲା CBI କୁ ଦିଆଯାଉ ।

Advertisment
Odisha BjD Soumya Ranjan Patnaik
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe