ବିଜେଡିର ଆୟୁଷ କହିଦେଲେ ହିମନ୍ତ | Assam CM Himanta Biswa Sarma | BJD | Election 2024 |Odisha Reporter
Advertisment
ନିର୍ବାଚନ ହାରିଗଲେ ବିଜେଡି ଭାଙ୍ଗିଯିବ ଓ ସମସ୍ତେ ବିଜେପିକୁ ଚାଲି ଆସିବେ। ଯେଉଁମାନଙ୍କର ଆତ୍ମସମ୍ମାନ ଅଛି ସେମାନେ ବିଜେଡିରେ ରହିବେନି । କେବଳ ସେତିକି ନୁହେଁ ୧୧ ତାରିଖରେ ପାଣ୍ଡିଆନ ତାମିଲନାଡୁ ଚାଲିଗଲେ ବହୁତ କିଛି ଜଣାପଡ଼ିବ। ଗତକାଲି ବିଜେଡି ନେତା ଭିକେ ପାଣ୍ଡିଆନଙ୍କୁ ଏପରି ଭାବେ ସାଂଘାତିକ ଟାର୍ଗେଟ କରିଥିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us