ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ: ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବ ବିଜେଡି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବ ବିଜେଡି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନରେ ବିଜେପି ନେତୃତ୍ୱାଧୀନ ଏନ୍‌ଡିଏର ପ୍ରାର୍ଥୀ ହୋଇଛନ୍ତି ହରିବଂଶ ନାରାୟଣ ସିଂହ। ସେ ହେଉଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳ ଜେଡିୟୁର। ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ନେଇ ଆଜି ପୁଣି ଥରେ ନବୀନଙ୍କ ସହ କଥା ହୋଇଥିଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ତାଙ୍କ ପ୍ରାର୍ଥୀଙ୍କୁ ସମର୍ଥନ […]

naveen24-1

naveen24-1

Jitendra Garnayak
  • Published: Monday, 14 September 2020
  • Updated: 14 September 2020, 02:33 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବ ବିଜେଡି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।

ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନରେ ବିଜେପି ନେତୃତ୍ୱାଧୀନ ଏନ୍‌ଡିଏର ପ୍ରାର୍ଥୀ ହୋଇଛନ୍ତି ହରିବଂଶ ନାରାୟଣ ସିଂହ। ସେ ହେଉଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳ ଜେଡିୟୁର।

ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ନେଇ ଆଜି ପୁଣି ଥରେ ନବୀନଙ୍କ ସହ କଥା ହୋଇଥିଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ତାଙ୍କ ପ୍ରାର୍ଥୀଙ୍କୁ ସମର୍ଥନ କରିବା ନେଇ ସେ ନବୀନଙ୍କ ସହିତ କଥା ହୋଇଥିଲେ।

ଏନ୍‌ଡିଏ ପକ୍ଷରୁ ଜେଡିୟୁର ହରିବଂଶ ପ୍ରାର୍ଥୀ ହୋଇଥିବା ବେଳେ କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ପକ୍ଷରୁ ଆର୍‌ଜେଡିର ମନୋଜ ଝା ପ୍ରାର୍ଥୀ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story