ଆସିକାରେ ଆରମ୍ଭ ହେଲା ମାଆ ପୁଅ ହଟାଅ ଅଭିଯାନ ପାର୍ଟ ଟୁ । ମାନସିକ ଭୋଜିରେ କର୍ମୀଙ୍କ ବଜ୍ର ଶପଥ ଏଥର ଦେଖିବେ ନୂଆ ମୁହଁ । ଏହା ହେଉଛି ମାନସିକ ଭୋଜିର ଚିତ୍ର। ମାନସିକ ଭୋଜିରେ ହେଉଛି ବଡ଼ ପ୍ଲାନିଂ। ଆସିକାରେ ମାଆ ପୁଅ ରାଜକୁ ସମାପ୍ତ କରିଦେବା ପାଇଁ ବିଜେଡି ବିରୋଧରେ ବିଜେଡି କର୍ମୀ କରୁଛନ୍ତି ମନ୍ତ୍ରଣା । ଯୋଜନା ହେଉଛି ମା ଓ ପୁଅ କେମିତି ବାଦ ପଡିବେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା କାର୍ଯ୍ୟନିର୍ଘଣ୍ଟ; ଡିସେମ୍ବର ୨୦ରେ ଭୋଟ୍
ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।
Politics
ଆଜିଠୁ ବିଧାନସଭା ଶୀତ ଅଧିବେଶନ; ଅତିରିକ୍ତ ବଜେଟ୍ ଆଣିବେ ମୁଖ୍ୟମନ୍ତ୍ରୀ
ମୋହନ ସରକାରଙ୍କ ଦ୍ୱିତୀୟ ଅଧିବେଶନ ଆରମ୍ଭରୁ ସରକାରଙ୍କୁ ଘେରିବାକୁ ତୟାର ବିରୋଧୀ।
Politics
ଆସନ୍ତାକାଲିଠୁ ବିଧାନସଭା: ପୁଳାପୁଳା ପ୍ରସଙ୍ଗ, ରଣନୀତି ତୟାର କଲେ ଶାସକ-ବିରୋଧୀ
ବିଧାନସଭା ସଚିବାଳୟରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତାକାଲି ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ୬ ଜଣ ଦିବଂଗତ ସଦସ୍ୟଙ୍କ ସମ୍ମାନରେ ଶୋକପ୍ରସ୍ତାବ ପାରିତ ହେବ। ଏହାପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିବ।
Politics
ଭବଙ୍କ ପାଇଁ ଅଡୁଆ ବଢିଲା; ଯୋଡି ହେଲା ଆଉ ୩ ମାମଲା
ଆଜି ସକାଳେ କ୍ରାଇମବ୍ରାଞ୍ଚର ୬ ଜଣିଆ ଟିମ୍ ଯାଜପୁର ଜିଲ୍ଲା ଧର୍ମଶାଳା ବୁଢ଼ାପୋଲରେ ପହଞ୍ଚିଥିଲା। ଯେଉଁଠି ୨୦ ତାରିଖ ସଂଧ୍ୟାରେ ବିଧାୟକ ହିମାଂଶୁଙ୍କ ଉପରେ ଠେଙ୍ଗାବାଡ଼ି ଧରି ସଂଘବଦ୍ଧ ଆକ୍ରମଣ କରାଯାଇଥିଲା।
Business
ଆଦାନୀ ଗ୍ରୁପ୍ ଦାନକୁ ବି ନା; ୧୦୦ କୋଟି ଟଙ୍କା ଫେରାଇବେ ତେଲାଙ୍ଗାନା ସରକାର
ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ତେଲାଙ୍ଗାନାକୁ ୧୦୦କୋଟି ଟଙ୍କା ଦାନ କରିଥିଲେ।