ଘୋଷଣା ହେଲା BJP ପ୍ରାର୍ଥୀ ତାଲିକା; ସମ୍ୱଲପୁରରୁ ଧର୍ମେନ୍ଦ୍ର, କେନ୍ଦ୍ରାପଡ଼ାରୁ ବୈଜୟନ୍ତ

ପ୍ରାର୍ଥୀ ତାଲିକା ଘୋଷଣା ପରେ ସମ୍ୱଲପୁର ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ସେଲିବ୍ରେସନ୍‌ କରାଯାଇଛି। କର୍ମୀମାନେ ବାଣ ଫୁଟାଇ ସେଲିବ୍ରେସନ୍‌ କରୁଥିବା ଦେଖିବାକୁ ମିଳିଛି।

BJP

ବାମରୁ ଧର୍ମେନ୍ଦ୍ର ପ୍ରଧାନ ଓ ବୈଜୟନ୍ତ ପଣ୍ଡା(ଫାଇଲ ଫଟୋ)

Manoranjan Sial
  • Published: Sunday, 24 March 2024
  • Updated: 24 March 2024, 10:37 PM IST

ଓଡ଼ିଶା ପାଇଁ ପ୍ରାର୍ଥୀ ତାଲିକା ଜାରି କଲା ବିଜେପି। ପଞ୍ଚମ ପର୍ଯ୍ୟାୟ ତାଲିକାରେ ଓଡ଼ିଶା ପାଇଁ ୧୮ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଛି। ହେଲେ କଟକ, ଯାଜପୁର ଓ କନ୍ଧମାଳ ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇନି। ଏଥର ସମ୍ୱଲପୁରରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରାପଡ଼ାରୁ ବୈଜୟନ୍ତ ପଣ୍ଡା, ଭୁବନେଶ୍ୱରରୁ ଅପରାଜିତା ଷଡଙ୍ଗୀ, ପୁରୀରୁ ସମ୍ୱିତ ପାତ୍ର, ବାଲେଶ୍ୱରରୁ ପ୍ରତାପ ଷଡଙ୍ଗୀ ପ୍ରାର୍ଥୀ ହୋଇଛନ୍ତି।

Also Read

ସେହିପରି କେନ୍ଦୁଝରରୁ ଅନନ୍ତ ନାୟକ, ମୟୂରଭଞ୍ଜରୁ ନବଚରଣ ମାଝୀ, ଭଦ୍ରକରୁ ଅଭିମନ୍ୟୁ ସେଠୀ, ଢେଙ୍କାନାଳରୁ ରୁଦ୍ର ନାରାୟଣ ପାଣି, ବଲାଙ୍ଗିରରୁ ସଙ୍ଗୀତା ସିଂହଦେଓ, କଳାହାଣ୍ଡିରୁ ମାଳବିକା କେଶରୀ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝୀ, ଜଗତସିଂହପୁରରୁ ବିଭୁ ପ୍ରସାଦ ତରାଇ, ଆସିକାରୁ ଅନିତା ଶୁଭଦର୍ଶିନୀ, ବ୍ରହ୍ମପୁରରୁ ପ୍ରଦୀପ ପାଣିଗ୍ରାହୀ, କୋରାପୁଟରୁ କାଲେରାମ ମାଝୀ, ବରଗଡ଼ରୁ ପ୍ରଦୀପ ପୁରୋହିତ, ସୁନ୍ଦରଗଡ଼ରୁ ଜୁଏଲ ଓରାମ ପ୍ରାର୍ଥୀ ହୋଇଛନ୍ତି।

ଜୟନାରାୟଣ ମିଶ୍ର କହିଛନ୍ତି, ଧର୍ମେନ୍ଦ୍ର ପ୍ରଧାନ ପ୍ରାର୍ଥୀ ହେବେ ବୋଲି ପୂର୍ବରୁ ଆଶା କରାଯାଉଥିଲା। ସେଥିପାଇଁ କେନ୍ଦ୍ରୀୟ କମିଟିକୁ ଧନ୍ୟବାଦ। ସେମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳିଆ ଜଣେ ପ୍ରାର୍ଥୀଙ୍କୁ ସମ୍ୱଲପୁରକୁ ଦେଇଛନ୍ତି। ଯାହାଫଳରେ ଓଡ଼ିଶା ସମେତ ସମ୍ୱଲପୁରର ବିକାଶ କ୍ଷୀପ୍ରତର ହେବ। ଧର୍ମେନ୍ଦ୍ର ବିଜୟ ଅତି ସହଜ ହେବ। ଲକ୍ଷାଧିକ ଭୋଟ୍‌ରେ ସେ ଜିତିବେ। ବିଜୟରେ କୌଣସି ପ୍ରତିବନ୍ଧକ ନାହିଁ ବୋଲି ଜୟନାରାୟଣ ମିଶ୍ର କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story