Advertisment

ବିଷ୍ଣୁଦେଓ ସାଏ ହେବେ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ

ଆଜି ରାୟପୁରରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଉପସ୍ଥିତିରେ ଅନୁଷ୍ଠିତ ବିଜେପି ବିଧାୟକ ଦଳ ବୈଠକରେ ତାଙ୍କ ନାଁରେ ଉପରେ ବାଜିଛି ମୋହର।

author-image
Manoj Swain

ବିଷ୍ଣୁଦେଓ ସାଏ ହେବେ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ। ଆଜି ରାୟପୁରରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଉପସ୍ଥିତିରେ ଅନୁଷ୍ଠିତ ବିଜେପି ବିଧାୟକ ଦଳ ବୈଠକରେ ତାଙ୍କ ନାଁରେ ଉପରେ ବାଜିଛି ମୋହର। ତାଙ୍କୁ ବିଜେପି ବିଧାୟକ ଦଳ ନେତା ନିର୍ବାଚିତ କରାଯାଇଛି। ୫୯ ବର୍ଷୀୟ ବିଷ୍ଣୁଦେଓ ସାଏ ଜଣେ ଆଦିବାସୀ ନେତା। 

Advertisment
Chhattisgarh Vishnu Deo Sai