Jayanta Sarangi
ସକାଳୁ ସକାଳୁ ଗଣତି ଆରମ୍ଭ ହୋଇଥିବା ବେଳେ ପୁରୀରେ ବିଜେପି କର୍ମୀଙ୍କ ମଧ୍ୟରେ ଦେଖିବାକୁ ମିଳିଲାଣି ଉତ୍ସାହ। ପୁରୀ ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ଆଗୁଆ ଅଛନ୍ତି। ଏହି ଆସନ ନିମନ୍ତେ ବିଜେଡି ତରଫରୁ ସୁନୀଲ ମହାନ୍ତି ଓ କଂଗ୍ରେସ ତରଫରୁ ଉମା ବଲ୍ଲଭ ରଥ ମଇଦାନରେ ଅଛନ୍ତି।
Advertisment
ଭୁବନେଶ୍ୱର ମଧ୍ୟ ଆସନରେ ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ଆଗୁଆ ଅଛନ୍ତି। ତାଙ୍କ ବିପକ୍ଷରେ ବିଜେଡି ତରଫରୁ ଅନନ୍ତ ନାରାୟଣ ଜେନା ପ୍ରାର୍ଥୀ ହୋଇଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
