Advertisment

ସୋର ବିଧାନସଭା ପ୍ରାର୍ଥୀ ବଦଳାଇଲା ବିଜେପି

ନିକଟରେ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ ପର୍ଶୁରାମ ଧଡ୍ଡା।

author-image
Tapaswini Nayak
ଅଦ୍ୟତନ ହୋଇଛି
Parshuram dhada

Parshuram dhada

ସୋର ବିଧାନସଭା ପ୍ରାର୍ଥୀ ବଦଳାଇଛି ବିଜେପି। ପର୍ଶୁରାମ ଧଡ୍ଡାଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ପୂର୍ବରୁ ସୋର ବିଧାନସଭା ପାଇଁ ରାଜୁ ଦାସଙ୍କୁ ପ୍ରାର୍ଥୀ କରିଥିଲା ବିଜେପି।

Advertisment

ନିକଟରେ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ ପର୍ଶୁରାମ ଧଡ୍ଡା। ଶ୍ରୀ ଧଡ଼ା ନିଜ ସମର୍ଥକଙ୍କ ଗହଣରେ ଆସି ବିଜେପିରେ ଯୋଗ ଦେଇଥିଲେ। ଦଳ ତାଙ୍କୁ ଆଜି ସୋର ବିଧାନସଭା ଆସନରୁ ପ୍ରାର୍ଥୀ କରିଛି।

ସୂଚନାଯୋଗ୍ୟ, ୨୦୧୪ ମସିହାରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ପର୍ଶୁରାମ ଧଡା। ୨୦୧୯ ସାଧାରଣ ନିର୍ବାଚନରେ ପୁଣି ତାଙ୍କୁ ଦଳ ପ୍ରାର୍ଥୀ କରିଥିଲା। ଶ୍ରୀ ଧଡା ମଧ୍ୟ ବିଜୟୀ ହୋଇ ବିଧାନସଭାକୁ ଯାଇଥିଲେ। ହେଲେ ୨୦୨୪ ସାଧାରଣ ନିର୍ବାଚନରେ ବିଜେଡି ତାଙ୍କୁ ପ୍ରାର୍ଥୀ କରିନଥିଲା। ଯେଉଁଥିପାଇଁ ଶ୍ରୀ ଧଡା ଅସନ୍ତୋଷ ବ୍ୟକ୍ତି କରି ବିଜେଡି ଛାଡ଼ିଥିଲେ।

Advertisment
2024 General Election Bjp Odisha Assembly Election 2024 Lok Sabha Election 2024