ମନୁଷ୍ୟକୃତ ବନ୍ୟା ପାଇଁ ରାଜ୍ୟ ସରକାର ସମ୍ପର୍ଣ୍ଣ ଦାୟୀ: ବିଜେପି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟବାସୀଙ୍କୁ ଜଳବନ୍ଦୀ କରି ହନ୍ତସନ୍ତ କରୁଥିବା ଚଳିତ ବର୍ଷର ବନ୍ୟା ସଂପୂର୍ଣ୍ଣ ମନୁଷ୍ୟକୃତ ଓ ଏଥିପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ଦାୟୀ ବୋଲି ବିଜେପି ଅଭିଯୋଗ କରିଛି । ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଆଜି ବନ୍ୟାଂଚଳ ଗସ୍ତ କରି ପରିସ୍ଥିତି ଅନୁଧ୍ୟାନ କରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ରାଜ୍ୟରେ ବନ୍ୟା ପରିସ୍ଥିତି ଅସମ୍ଭାଳ ହେଉଥିବାବେଳେ ବନ୍ୟା ପରିଚାଳନାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ରାଜ୍ୟ ସରକାର । […]

samir-mohanty

samir-mohanty

Ordigital Desk
  • Published: Thursday, 18 August 2022
  • Updated: 18 August 2022, 10:43 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟବାସୀଙ୍କୁ ଜଳବନ୍ଦୀ କରି ହନ୍ତସନ୍ତ କରୁଥିବା ଚଳିତ ବର୍ଷର ବନ୍ୟା ସଂପୂର୍ଣ୍ଣ ମନୁଷ୍ୟକୃତ ଓ ଏଥିପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ଦାୟୀ ବୋଲି ବିଜେପି ଅଭିଯୋଗ କରିଛି ।

ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଆଜି ବନ୍ୟାଂଚଳ ଗସ୍ତ କରି ପରିସ୍ଥିତି ଅନୁଧ୍ୟାନ କରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ରାଜ୍ୟରେ ବନ୍ୟା ପରିସ୍ଥିତି ଅସମ୍ଭାଳ ହେଉଥିବାବେଳେ ବନ୍ୟା ପରିଚାଳନାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକାରଙ୍କ ବେଖାତିର ଓ ମନମୁଖୀ ଶାସନ କାରଣରୁ ରାଜ୍ୟର ଲୋକେ ପାଣିଘେରରେ ରହି ଜୀବନ ଓ ଜୀବିକା ସହ ସଂଗ୍ରାମ କରୁଛନ୍ତି । ସଚିବାଳୟରେ ବସି ରହି ଏବଂ ଗଣମଧ୍ୟମ ଜରିଆରେ ବନ୍ୟା ପ୍ରସ୍ତୁତିର ଡିଣ୍ଡିମ ପିଟୁଥିବା ରାଜ୍ୟ ସରକାରଙ୍କ ଶାସନ ବ୍ୟବସ୍ଥା ‘ଗ୍ରାଉଣ୍ଡ ଜିରୋ’ରେ ଫେଲ ମାରିଛି । ବନ୍ୟା, ବାତ୍ୟା ବହୁଳ ରାଜ୍ୟ ହୋଇଥିବାରୁ ଓଡିଶାବାସୀ ପ୍ରତ୍ୟେକ ବର୍ଷ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛନ୍ତି, କିନ୍ତୁ ଏହାର ସ୍ଥାୟୀ ସମାଧାନ ପାଇଁ ରାଜ୍ୟ ସରକାରଙ୍କ କୈାଣସି ଆନ୍ତରିକତା ନାହିଁ । ଚଳିତ ବର୍ଷ ବନ୍ୟାରେ ପ୍ରଭାବିତ ହୋଇଥିବା ଲୋକମାନଙ୍କ ଦୁର୍ଦ୍ଦଶା ଅବର୍ଣ୍ଣନୀୟ । ମନୁଷ୍ୟକୃତ ବନ୍ୟା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ଦାୟୀ ।

ରାଜ୍ୟ ସଭାପତି ଶ୍ରୀ ମହାନ୍ତି ଆଜି ପୁରୀ ଜିଲ୍ଲା କଣାସ ବ୍ଲକର ବଳଭଦ୍ରପୁର, ବଡାସ, ଦୋକନ୍ଦା, ସାନପୁଟ,ବୋତଲମା, ଗଡବଳଭଦ୍ରପୁର, ଅଶ୍ୱସ୍ତପାରି, ବୈଦନାଥପାଟଣା, କଖାରୁବସ୍ତ, ତରପଡ଼ା, ବାଲିପାଟଣା, କଦଳିଦୋଣ୍ଡା ଗାଁ ବୁଲି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି । ପ୍ରଶାସନ ଚାହିଁଥିଲେ ଘାଇ ସୃଷ୍ଟିକୁ ରୋକା ଯାଇପାରିଥାନ୍ତା ବୋଲି ମକରାଠାରେ ସୃଷ୍ଟି ହୋଇଥିବା ଘାଇର ଅଂଚଳବାସୀ କହିଥିଲେ । ଏହା ପରେ ରାଜ୍ୟ ସଭାପତି ଶ୍ରୀ ମହାନ୍ତି ଏସଆରସିଙ୍କ ସହ ଫୋନ ଯୋଗେ କଥାବାର୍ତା ହୋଇ ବନ୍ୟା କ୍ଷତିଗସ୍ତଙ୍କ ସ୍ୱାର୍ଥରେ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି । ରାଜ୍ୟ ସଭାପତି ଶ୍ରୀ ମହାନ୍ତିଙ୍କ ସମେତ ରାଜ୍ୟ ମୁଖପାତ୍ର ରମାରଂଜନ ବଳିୟାରସିଂହ, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଓମପ୍ରକାଶ ମିଶ୍ର,ଆଶ୍ରିତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

ସେହିପରି ରାଜ୍ୟ ସଭାପତି ଶ୍ରୀ ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଗଠିତ ବିଜେପିର ଗୋଟିଏ ଦଳ ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନଙ୍କ ନେତୃତ୍ୱରେ ଆଜି କଟକ ଜିଲ୍ଲା ବାଙ୍କୀ ବ୍ଲକ ଅନ୍ତର୍ଗତ ପାଥପୁର ଓ କଇମୁଣ୍ଡି ପଂଚାୟତର ବିଭିନ୍ନ ବନ୍ୟା ପ୍ରଭାବିତ ଗ୍ରାମାଂଚଳ ଗସ୍ତ କରିଛନ୍ତି । ଏହି ପ୍ରତିନିଧି ଦଳରେ ରାଜ୍ୟ ସଂପାଦକ ଅମର ନାୟକ, ପିଙ୍କି ପ୍ରଧାନ, ସ୍ଥାନୀୟ ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶୁଭ୍ରାଂଶୁ ପାଢୀ, କୃଷକ ମୋର୍ଚ୍ଚା ରାଜ୍ୟ ଉପସଭାପତି ହୃଷିକେଶ ଜେନା ପ୍ରମୁଖ ସାମିଲ ଥିଲେ ।

ସେହିପରି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଶ୍ରୀ ମନମୋହନ ସାମଲଙ୍କ ନେତୃତ୍ୱରେ ଅନ୍ୟ ଏକ ପ୍ରତିନିଧି ଦଳ କେନ୍ଦ୍ରାପଡା ଜିଲ୍ଲା ଡେରାବିଶି ବ୍ଲକର ବଶାପୁର, ପୁରୁଷୋତମପୁର ପଂଚାୟତର ବିଭିନ୍ନ ବନ୍ୟାଚଂଳ ମାର୍ଶାଘାଇ ବ୍ଲକର ଜଳପୋକ, କରିଲୋପାଟଣା, ଆୟତପୁର, ଡିହବଳରାମପୁର, ମେହେନ୍ଦୀନଗର, କରାଣ୍ଡିଆପାଟଣା ପଂଚାୟତର ବିଭିନ୍ନ ଗ୍ରାମ, ମହାକାଳପଡା ବ୍ଲକର ଆଖୁଆ, ବଉଳାଙ୍ଗ,ରାଘବପୁର, ମାଣ୍ଡିଆକୁଦ, ପରକୁଳ, ପିକରାଳି, ତିଖିରି, ମଙ୍ଗରାଜପୁର ପଂଚାୟତର ବିଭିନ୍ନ ବନ୍ୟା ପ୍ରଭାବିତ ଗ୍ରାମ ଗସ୍ତ କରି ବାସ୍ତବ ସ୍ଥିତି ଅନୁଧ୍ୟାନ କରିବା ସହିତ ଉଦ୍ଧାର ଓ ରିଲିଫ କାର୍ଯ୍ୟର ତଦାରଖ କରିଛନ୍ତି । ଏହି ପ୍ରତିନିଧି ଦଳରେ ପୂର୍ବତନ ସାଂସଦ ତଥା ଅନୁସୁଚିତ ମୋର୍ଚ୍ଚା ରାଜ୍ୟ ସଭାପତି ବିଭୁ ପ୍ରସାଦ ତରାଇ, ରାଜ୍ୟ ସମ୍ପାଦକ ଅଭିମନ୍ୟୁ ସେଠୀ, ପୂର୍ବତନ ସାଂସଦ ମହେଶ୍ୱର ସାହୁ, ଜିଲ୍ଲା ସଭାପତି କିଶୋର ପଣ୍ଡା, ବିଷ୍ଣୁ ଦାସ, ଉମାକାନ୍ତ ପଟ୍ଟନାୟକ, ଦୁର୍ଯ୍ୟୋଧନ ସାହୁ, ସୁନାକର ବେହେରା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭୁବନ ମୋହନ ଜେନା, ପ୍ରମୁଖ ସାମିଲ ଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story